www.samajalive.in
Saturday, December 6, 2025
15.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ବିଧାନସଭା ପାଇଁ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ..

୩ ଦିନିଆ ଅଧିବେଶନ ପାଇଁ ମୁତୟନ ହେବେ ୮ ପ୍ଲାଟୁନ ଫୋର୍ସ..

- Advertisement -

ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କଲେ ଡିଜିପି ଅରୁଣ ଷଡଙ୍ଗୀ..

ପଶ୍ଚିମବଙ୍ଗ ଟ୍ରେନ୍ ଟ୍ରାଜେଡିରେ ବଢି ଚାଲିଛି ମୃତ୍ୟୁ ସଂଖ୍ୟା; ଏଯାଏଁ ୧୫ ମୃତ..

ଟ୍ରେନ ଦୁର୍ଘଟଣା: ସହାୟତା ନମ୍ବର ଜାରି କଲା ରେଳ ବିଭାଗ

୦୩୩-୨୩୫୦୮୭୯୪
୦୩୩-୨୩୮୩୩୨୬
୦୩୬୧୨୭୩୧୬୨୧
୦୩୬୧୨୭୩୧୬୨୨
୦୩୬୧୨୭୩୧୬୨୩
୦୩୬୭୪୨୬୩୯୫୮
୦୩୬୭୪୨୬୩୮୩୧
୦୩୬୭୪୨୬୩୧୨୦

ପଶ୍ଚିମବଙ୍ଗ ଟ୍ରେନ ଦୁର୍ଘଟଣା: ଦୁଃଖ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ..

ମୃତକଙ୍କ ପରିବାରକୁ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ..

ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଏବଂ ଆହତଙ୍କୁ ୫୦ ହଜାର ସହାୟତା ଘୋଷଣା..

ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହାୟତା ଘୋଷଣା; ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଘୋଷଣା କଲେ..

ବାସ୍ ଆଉ ୨ ଦିନ ପରେ ଏହି ୪ ରାଶିଙ୍କ ଭାଗ୍ୟ ବଦଳିଯିବ; ଶୁକ୍ର ଦେବେ ଧନ,ସୁଖମୟ ଜୀବନ..

ଗୁରୁତର ଆହତଙ୍କୁ ଅଢ଼େଇ ଲକ୍ଷ ଏବଂ ଆହତଙ୍କୁ ୫୦ ହଜାର ଟଙ୍କାର ସହାୟତା ଘୋଷଣା..

ପଶ୍ଚିମବଙ୍ଗ ଟ୍ରେନ ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି..

ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହିତ ଆହତଙ୍କ ଆଶୁ ଆରୋଗ୍ୟ କାମନା କଲେ..

ଟ୍ରେନ ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ..

ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହିତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories