www.samajalive.in
Sunday, December 7, 2025
18.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ପ୍ରଚଣ୍ଡ ତାତି ନେଇ ୮ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସଆରସି..

ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବୌଦ୍ଧ ଓ ନୂଆପଡା ଜିଲ୍ଲାପାଳଙ୍କୁ ଚିଠି..

- Advertisement -

ରାଜ୍ୟରେ ହୋଇ ନାହିଁ ମୌସୁମୀ ବର୍ଷା..

ଚିନ୍ତା ବଢାଇଲାଣି ଡେଙ୍ଗୁ ରୋଗ..

ଚଳିତ ବର୍ଷ ରାଜ୍ୟରେ ଏଯାଏଁ ୨୩୫ ଡେଙ୍ଗୁରୋଗୀ ଚିହ୍ନଟ..

ବର୍ଷା ଉଭାନ୍ ; ପ୍ରଚଣ୍ଡ ତାତି ପାଇଁ ୮ ଜିଲ୍ଲାପାଳଙ୍କୁ ଚିଠି

ବୁଧବାର ଶପଥ ନେବେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ..

କାର୍ଯ୍ୟକ୍ରମ ନେଇ ପୁଲିସ କମିଶନର ସଞ୍ଜୀବ ପଣ୍ଡାଙ୍କ ପକ୍ଷରୁ ସୂଚନା..

ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି..

ନୟାଗଡ : ଚାଞ୍ଚଲ୍ୟ, ଶାଶୁଙ୍କ ଗଳାକାଟି ହତ୍ୟା କଲା ଜ୍ୱାଇଁ..

ରାଜ୍ୟରେ ଅଂଶୁଘାତ ଜନିତ ମୃତ୍ୟୁ ସଂଖ୍ୟା ୪୧ରେ ପହଞ୍ଚିଛି..

ଏନେଇ ଏସଆରସିଙ୍କ ରିପୋର୍ଟରେ ଉଲ୍ଲେଖ..

ଆଉ କିଛି ଦିନ ପରେ ତ୍ରିଗ୍ରହୀ ଯୋଗ ; ଏହି ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା, ଏମିତି ଚମକିବ ଭାଗ୍ୟ..

 

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories