www.samajalive.in
Friday, December 5, 2025
20.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟିଛି ବିଜେଡି ପୋଲାଭରମ ଟିମ୍‌ .. ପୋଲାଭରମ ପ୍ରକଳ୍ପକୁ ସବୁସ୍ତରରେ ବିରୋଧ କରାଯିବ କହିଲେ ନବୀନ..

କେନ୍ଦ୍ରାପଡା ଡେରାବିଶରେ ବାର୍ଡ ଫ୍ଲୁକୁ ନେଇ ପ୍ରଶାସନ ପକ୍ଷରୁ ତତ୍ପରତା .. କ୍ୱାରେଣ୍ଟିନରେ ରହିବେ ୫ କୁକୁଡା ଚାଷୀ..

- Advertisement -

ଲଗାଣ ବର୍ଷା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ..ସମୀକ୍ଷା ପରେ ରାଜସ୍ୱ ମନ୍ତ୍ରୀ, ଏସଆରସି, ମୁଖ୍ୟ ଶାସନ ସଚିବଙ୍କ ସହ ଆଲୋଚନା..

ଗୁରୁ କରିବେ ଓଲଟା ଚଳନ; ଏହି ରାଶିଙ୍କ ଭାଗ୍ୟ ଚମକାଇ କରିବେ ଧନ ବର୍ଷା..

 

ଦୟା ନଦୀରେ ହେବ ୫ଟି ମେଗା ପାନୀୟ ଜଳ ପ୍ରକଳ୍ପ.. ବିଧାନସଭାରେ ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକଙ୍କ ପ୍ରଶ୍ନରେ ଉତ୍ତର ଦେଇ କହିଲେ ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ମନ୍ତ୍ରୀ ରବି ନାଏକ..

ଭୁବନେଶ୍ବର OSSSC ଅଫିସ ଘେରିଲେ ଶହଶହ ପରୀକ୍ଷାର୍ଥୀ.. କମ୍ବାଇନ୍ଡ ରିକ୍ରୁଟମେଣ୍ଟ ପରୀକ୍ଷାରେ ଅନିୟମିତତା ଅଭିଯୋଗରେ ଘେରାଉ..

ବଲାଙ୍ଗିର ମାଲଗୋଦାମ ପଡ଼ାରେ ଗୋଷ୍ଠୀ ସଂଘର୍ଷ.. ଜଣେ ମୃତ, ଦୁଇ ଗୁରୁତର

ଶୂନ୍ୟକାଳରେ ଜୟନାରାୟଣ ମିଶ୍ରଙ୍କ ଉଦବେଗ.. ଉଠାଇଲେ ସ୍ୱାମୀ ଲକ୍ଷ୍ମଣାନନ୍ଦ, ମମିତା ମେହେର, ନବ ଦାସ ହତ୍ୟା ପ୍ରସଙ୍ଗ..

ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କଲା ବିଜେପି.. କଂଗ୍ରେସ ପ୍ରାର୍ଥୀ ବିନେଶ ଫୋଗତଙ୍କୁ ଟକ୍କର ଦେବେ କ୍ୟାପ୍ଟେନ ଯୋଗେଶ ବୈରାଗୀ..

ଦେଖନ୍ତୁ ଭିଡିଓ ; ଟିୟୁସନରୁ ଆଣିବାକୁ ଯାଉଥିଲେ, ଓଲଟିଲା ଅଟୋ, ମାଆକୁ ବଞ୍ଚାଇବାକୁ ଦୌଡିଗଲା ଝିଅ..

 

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories