www.samajalive.in
Wednesday, December 10, 2025
26.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ରାଷ୍ଟ୍ରପତିଙ୍କ ଅଭିଭାଷଣ..ପ୍ରବାସୀ ଭାରତୀୟ ସାରା ବିଶ୍ୱରେ ଦେଶର ମାନ ଟେକ ରଖିଛନ୍ତି..

ସାଧାରଣ ଲୋକଙ୍କ ପାଇଁ ଖୋଲା ରହିବ ପ୍ରଦର୍ଶନୀ ଭାରତୀୟ ଦିବସ, ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ପ୍ରଦର୍ଶନୀ ଖୋଲା ରହିବ.. ସନ୍ଧ୍ୟାରୁ ୧୨ ତାରିଖ ସନ୍ଧ୍ୟା ଯାଏଁ ଖୋଲା ରହିବ..

- Advertisement -

ପୋଲ ତଳକୁ ଖସିଲା ବସ୍, ଜଣେ ମୃତ
ରଣପୁର ଖଣ୍ଡିସି ଛକ ନିକଟରେ ଭାରସାମ୍ୟ ହରାଇ ବସ୍ ପୋଲ ତଳକୁ ଖସିଲା
ଗୁଣ୍ଠୁଣୀ ଗାଁରୁ ପ୍ରାୟ ୪୦ ଜଣ କାଳିଜାଇ ଦର୍ଶନ କରିବାକୁ ଯାଉଥିଲେ
୩୦ ଜଣ ଆହତ ହୋଇଥିବା ସୂଚନା..

ଛତିଶଗଡରେ ସ୍ବର୍ଗତ ନବ ଦାସଙ୍କ ପୁଅ ବିଶାଲ ଦାସ ଅଟକ
ଛତିଶଗଡ ମହାସମୁନ୍ଦ ଜିଲା ସରେଇପାଲି ଥାନାରେ ବିଶାଲଙ୍କ ସହ କିଛି ସମିତି ସଭ୍ୟ ଓ ସରପଞ୍ଚ ମଧ୍ୟ ଅଟକ
ରାତି ୨ଟାରୁ ସମସ୍ତଙ୍କୁ ଅଟକ ରଖାଯାଇଛି
ପୁଲିସର କାର୍ଯ୍ୟାନୁଷ୍ଠାନ ବେଆଇନ ବୋଲି କହିଲେ ବିଶାଲ ଦାସ..

ମକର ସଂକ୍ରାନ୍ତି ପରଠାରୁ ଏହି ରାଶି ହେବେ ମାଲାମାଲ୍‌, କିଣିବେ ଭୂମି,ଘର, ହେବେ ଭାଗ୍ୟଶାଳୀ..

ରାୟଗଡା: ନିଆଁ ଲାଗି ଲୁଗା ଦୋକାନ ଭସ୍ମୀଭୂତ
କନଭେଟ୍ ସ୍କୁଲ ଛକ ନିକଟ ଏସକେ ମାର୍ଟରେ ଲାଗିଲା ନିଆଁ
୪ ମହଲା ବିଶିଷ୍ଟ ମାର୍ଟରେ ସର୍ଟସର୍କିଟରୁ ଅଗ୍ନିକାଣ୍ଡ
ଜଳିଗଲା ଦୋକାନ ସାମଗ୍ରୀ, ନିଆଁକୁ ଆୟତ୍ତ କଲା ଅଗ୍ନିଶମବାହିନୀ..

ତେଲେଙ୍ଗାନାରେ ବସ୍ ଦୁର୍ଘଟଣା, ୪ ଓଡ଼ିଆ ମୃତ
ତେଲେଙ୍ଗାନା ସୂର୍ଯ୍ୟାପେଟ-ଖମାମ ରାସ୍ତାରେ ଦୁର୍ଘଟଣା
ବସ୍ ଡ୍ରାଇଭର ସହ ୩ ଶ୍ରମିକଙ୍କ ମୃତ୍ୟୁ, କିଛି ଶ୍ରମିକ ଆହତ ସୂଚନା
ନୂଆପଡା ସିନାପାଲିରୁ ୩୨ ଜଣଙ୍କୁ ନେଇ ହାଇଦ୍ରାବାଦ ଯାଉଥିଲା ବସ୍..

 

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories