www.samajalive.in
Sunday, December 7, 2025
16.1 C
Bhubaneswar

ଅପରାଣ୍ମ ୪ଟା ମୁଖ୍ୟ ଖବର

ଭୁବନେଶ୍ୱର : ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ନେଇ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ ..

୩ ଦିନ ପାଇଁ କିଛି ଜିଲାରେ ହେବ ପ୍ରଚଣ୍ଡ ଖରା..୧୩,୧୪,୧୫ରେ ହିଟ୍‌‌ ୱେଭ୍‌‌ ପାଇଁ ପାଣିପାଗ ବିଭାଗର ସତର୍କ ସୂଚନା ଜାରି..

- Advertisement -

ରାଜଧାନୀ ଭୁବନେଶ୍ବରରେ ୪୦ ଡିଗ୍ରୀ ଟପିଲା ତାପମାତ୍ରା, ଦିନ ୨ଟା ୩୦ ସୁଦ୍ଧା ୪୦.୪ ଡିଗ୍ରୀ ତାପମାତ୍ରା ରେକର୍ଡ଼..

ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜଧାନୀରେ ୪୦ ଡିଗ୍ରୀ ଅତିକ୍ରମ କରିଛି ତାତି..

ଝାରସୁଗୁଡ଼ାରେ ସର୍ବାଧିକ ୪୦.୮ ଡିଗ୍ରୀ ତାପମାତ୍ରା ରେକର୍ଡ଼..

ସଲମାନ ଖାନଙ୍କୁ ପୁଣି ହତ୍ୟା ଧମକ; ଏପ୍ରିଲ ୩୦ରେ ହତ୍ୟା କରିବାକୁ ଧମକ..

ରାଜସ୍ଥାନର ଜଣେ ବ୍ୟକ୍ତି ଅଭିନେତାଙ୍କୁ ଏହି ଧମକ ଦେଇଥିବା ସୂଚନା..

ଦିନ ୧୧ଟା ୩୦ ସୁଦ୍ଧା ଭୁବନେଶ୍ୱର ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର..

ପୂର୍ବାହ୍ନ ସାଢେ ୧୧ଟା ସୁଦ୍ଧା ଭୁବନେଶ୍ୱରର ତାପମାତ୍ରା ୩୯ ଡିଗ୍ରୀ ରେକର୍ଡ..

ସମ୍ବଲପୁର ୩୮,ଝାରସୁଗୁଡା ୩୭.୬, ଚାନ୍ଦବାଲି ୩୭.୪ ଡିଗ୍ରୀ, ବାଲେଶ୍ୱର ୩୬.୮, ହୀରାକୁଦ ୩୬.୨,କେନ୍ଦୁଝର ୩୫.୪ ରେକର୍ଡ କରାଯାଇଛି..

ପୁରୀ ରଥ ଯାତ୍ରା ପାଇଁ ପ୍ରଥମ ସମନ୍ଵୟ କମିଟି ବୈଠକ ଅନୁଷ୍ଠିତ..

ଭୁବନେଶ୍ୱର : ଚଳିତ ବର୍ଷ ସ୍ୱଭାବିକ ବର୍ଷା .. ସାମ୍ବାଦିକ ସମ୍ମିଳନୀ ଯୋଗେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା..

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories