www.samajalive.in
Friday, December 5, 2025
26.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଭୁବନେଶ୍ୱର : ରେକର୍ଡ ଭାଙ୍ଗୁଛି ତାତି ..

ଦିନ ସାଢେ ୨ଟା ସୁଦ୍ଧା ୪୫.୩ ସହ ସବୁଠାରୁ ଉତ୍ତପ୍ତ ସହର ସମ୍ବଲପୁର ..

- Advertisement -

ରାଜଧାନୀରେ ୪୩.୮ ଡିଗ୍ରୀ ରେକର୍ଡ..

୧୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣି ..

କଟକ, ଖୋର୍ଦ୍ଧା, ସୋନପୁର, ବୌଦ୍ଧ, ନୂଆପଡ଼ା, କଳାହାଣ୍ଡି, ଭଦ୍ରକ, କନ୍ଧମାଳ, କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ଼, ବରଗଡ଼, ନୟାଗଡ଼, ବୌଦ୍ଧ, ବଲାଙ୍ଗୀର ଜିଲାକୁ ଅରେଞ୍ଜ ୱାର୍ଣ୍ଣି ଜାରି..

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କଟକ ସଦର ବ୍ଳକ ସହକାରୀ ଯନ୍ତ୍ରୀ ବିକାଶ ଚନ୍ଦ୍ର ଭୂୟାଁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ..

୧୩ରେ ସ୍ଥଳଭାଗ ଛୁଇଁବ ..

‘ବିପର୍ୟ୍ୟୟ’ଗୁଜରାଟର ସୌରାଷ୍ଟ୍ର ଏବଂ ପାକିସ୍ତାନର କରାଚି ଉପକୂଳ ମଧ୍ୟରେ ବାତ୍ୟା ‘ବିପର୍ୟ୍ୟୟ’ ସ୍ଥଳଭାଗ ଛୁଇଁବ ବୋଲି  କରାଯାଇଛି ଆକଳନ..

ଇଟାଲୀର ପୂର୍ବତନ ପ୍ରଧାନମନ୍ତ୍ରୀ ସିଲ୍‌ଭିଓ ବର୍ଲୁସ୍କୋନିଙ୍କର ୮୬ ବର୍ଷ ବୟସରେ ପରଲୋକ ..

ଶ୍ରୀ ଜଗନ୍ନାଥ ମନ୍ଦିର ପରିଚାଳନା କମିଟି ବୈଠକ ..

୨୦୨୩- ୨୪ ଆର୍ଥିକ ବର୍ଷ ପାଇଁ ୨୭୧କୋଟି ୭ ଲକ୍ଷ ଟଙ୍କାର ଆୟ ବ୍ୟୟ ଅଟକଳ କରାଯାଇଛି ଅନୁମୋଦନ ..

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories