www.samajalive.in
Thursday, December 11, 2025
13.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଶ୍ରୀମନ୍ଦିରରେ ମକର ନୀତି, ମକର ଚୌରାସୀ ବେଶରେ ସଜ୍ଜିତ ମହାପ୍ରଭୁ

ବନକଲାଗି ନୀତି ; ବୁଧବାର କାଳିଆ ଦର୍ଶନ ବନ୍ଦ..ଆପାତତଃ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ..

- Advertisement -

ମକର ସଂକ୍ରାନ୍ତିରେ ବି ମହାଝାମେଲା: କାଲି ରାତିରୁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ, ସେବାୟତଙ୍କ ବିବାଦରୁ କାଲି ସନ୍ଧ୍ୟାରୁ ମକର ମଣ୍ଡପରେ ବସି ରହିଛନ୍ତି ମହାପ୍ରଭୁ, ନୀତି ବନ୍ଦକୁ ନେଇ ଶ୍ରଦ୍ଧାଳୁଙ୍କ ମଧ୍ୟରେ ପ୍ରବଳ ଅସନ୍ତୋଷ..

୧୬ ତାରିଖ ପର୍ଯ୍ୟନ୍ତ ୩ ଜିଲା କଳାହାଣ୍ଡି, କନ୍ଧମାଳ ଓ ଭଦ୍ରକ ଜିଲାକୁ ଘନ କୁହୁଡି ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି..

ଜମ୍ମୁ-କାଶ୍ମୀର ରଜୌରୀ ଜିଲାର ନୌଶେରା ସେକ୍ଟରରେ ନିୟନ୍ତ୍ରଣ ରେଖା ନିକଟରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ୬ ଯବାନ ଆହତ..

ମକର ସଂକ୍ରାନ୍ତି : ସୂର୍ଯ୍ୟ କଲେ ରାଶି ପରିବର୍ତ୍ତନ, ଜାଣନ୍ତୁ କେଉଁ ରାଶି ଉପରେ ପଡିବ କି ପ୍ରଭାବ..

ଏଣିକି ମଧ୍ୟାହ୍ନ ଭୋଜନରେ ଛାତ୍ରଛାତ୍ରୀଙ୍କୁ ମିଳିବ କ୍ଷୀର- ମତ୍ସ୍ୟ ଓ ପଶୁସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ..

ଇସ୍ରୋକୁ ମିଳିଲେ ନୂଆ ମୁଖ୍ୟ : ଦାୟିତ୍ଵ ନେଲେ ଭି.ନାରାୟଣନ୍..

ମାର୍ଚ୍ଚ ପୂର୍ବରୁ ସରିବ ରତ୍ନଭଣ୍ଡାର ମରାମତି କାମ, ୨୦ରୁ ଧାଡି ଦର୍ଶନ, ଆଉ ପରୀକ୍ଷା ମୂଳକ ନୁହେଁ ସିଧାସଳଖ କାର୍ଯ୍ୟକାରୀ: ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ..

ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ..

ରାଜ୍ୟରେ ବରିଷ୍ଠ ନାଗରିକଙ୍କୁ ମିଳିବ ନିରନ୍ତର ଚିକିତ୍ସା ସୁବିଧା : ଦିଲ୍ଲୀରୁ ଫେରିବା ପରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ..

ଆଜିଠୁ କୁମ୍ଭୀର ଗଣନା, ୯ଦିନ ଯାଏଁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ..

୧୭ରୁ ରାଜ୍ୟରେ ବଢିବ ଶୀତ, ସ୍ଵାଭାବିକଠାରୁ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବା ସମ୍ଭାବନା, ୧୬ ତାରିଖ ଯାଏଁ ଘନ କୁହୁଡି ନେଇ ସତର୍କତା..

କଂସରାଜରେ ପଡିଲା ପୂର୍ଣ୍ଣଛେଦ: ମଞ୍ଚରୁ ପଡି ନିଧନ ହେଲେ କଂସ, ସରିଲା ବିଶ୍ଵପ୍ରସିଦ୍ଧ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା..

ଦେବଗଡ : ମକା ବିଲରେ ମହିଳାଙ୍କୁ କଚାଡି ମାରିଲା ଦନ୍ତା..

 

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories