www.samajalive.in
Saturday, December 6, 2025
19.1 C
Bhubaneswar

ଅପରାଣ୍ମ ୪ଟା ମୁଖ୍ୟ ଖବର

ଭୁବନେଶ୍ୱର : କାଲି ଠାରୁ ରାଜ୍ୟରେ ତାପମାତ୍ରାରେ ହେବ ସାମାନ୍ୟ ପରିବର୍ତ୍ତନ ..

ଆସନ୍ତା ୫ ଦିନ ଯାଏଁ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା..

- Advertisement -

୧୬ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ..

ଦକ୍ଷିଣ ଓ ଉତ୍ତର ଓଡିଶାର କିଛି ଜିଲାରେ ରହିଛି ବର୍ଷା ସମ୍ଭାବନା..

୧୭ରେ ଉତ୍ତର ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା..

୧୮ରେ ସମ୍ପୂର୍ଣ୍ଣ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା..

ସମ୍ବଲପୁର : ଛୁରା ମାଡରେ ଯୁବକ ମୃତ..

ବରେଇପାଲି ଥାନା ରେମେଡ୍‌‌ ଅଞ୍ଚଳରେ ପୂର୍ବ ଶତ୍ରୁତାରୁ ଛୁରାମାଡ..

ଦିନ ସାଢେ ୨ଟା ସୁଦ୍ଧା ଝାରସୁଗୁଡା ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର..

ତାପମାତ୍ରା ୪୨ ଡିଗ୍ରୀ.. ସମ୍ବଲପୁର ୪୧.୮, ଭୁବନେଶ୍ୱର ୪୦.୨, ଚାନ୍ଦବାଲି ୪୦ ଡିଗ୍ରୀ..

ଗୋପାଳପୁର ଓ ପୁରୀ ତାପମାତ୍ରା ୩୩.୨,ପାରାଦୀପ ୩୨.୪ ଡିଗ୍ରୀ..

ଆଜି ପାଳନ ହେଉଛି ପବିତ୍ର ମହାବିଷୁବ ପଣା ସଂକ୍ରାନ୍ତି, ଓଡିଆ ନବବର୍ଷ ଓ ହନୁମାନ ଜୟନ୍ତୀ.. ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି..

ସମ୍ବଲପୁରରେ ସୁରକ୍ଷା ବ୍ୟବସ୍ଥା କଡାକଡି, ସହରରେ ୪୨ ପ୍ଲାଟୁନ ପୁଲିସ ମୁତୟନ..

ସନ୍ଧ୍ୟାରେ ଶୋଭାଯାତ୍ରା ଦୃଷ୍ଟିରୁ ବିଭିନ୍ନ ସ୍ଥାନରେ ପୁଲିସର ଫ୍ଲାଗମାର୍ଚ୍ଚ..

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories