ଚନ୍ଦ୍ରଯାନ-୩ର ସଫଳ ଉତକ୍ଷେପଣ.. ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ..
ଆନ୍ଧ୍ରର ଶ୍ରୀହରିକୋଟାରୁ ଉତ୍କ୍ଷେପଣ ହେଲା ଚନ୍ଦ୍ରଯାନ-୩..
୨ଟା ୩୫ ମିନିଟ୍ରେ ଚନ୍ଦ୍ର ଅଭିମୁଖେ ଯାତ୍ରା ଆରମ୍ଭ କଲା ଚନ୍ଦ୍ରଯାନ-୩..
ଚନ୍ଦ୍ରପୃଷ୍ଠରେ ଚନ୍ଦ୍ରଯାନ-୩ ସଫଳ ଅବତରଣ କରିବ ବୋଲି ଆଶା ପ୍ରକଟ କରିଛନ୍ତି ଇସ୍ରୋ ମୁଖ୍ୟ ଏସ. ସୋମନାଥ..
ଅଗଷ୍ଟ ୨୩ କିମ୍ବା ୨୪ରେ ସାଉଥ୍ ପୋଲରେ ସଫ୍ଟ ଲ୍ୟାଣ୍ଡିଂ କରିବ ଲ୍ୟାଣ୍ଡର ବିକ୍ରମ..
ସଫଳ ଅବତରଣ ପାଇଁ ଅତ୍ୟାଧୁନିକ ଟେକ୍ନୋଲୋଜି ସହ ବିଶାଳ ଲ୍ୟାଣ୍ଡିଂ ସାଇଟ ପ୍ରସ୍ତୁତ କରିଛି ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ(ଇସ୍ରୋ)..
ଏଥିପାଇଁ ଇସ୍ରୋର ସମସ୍ତ କର୍ମଚାରୀଙ୍କୁ ସେ ଧନ୍ୟବାଦ ଜଣାଇଛନ୍ତି..
ଚନ୍ଦ୍ର ପୃଷ୍ଠରେ ଚନ୍ଦ୍ରଯାନ-୩ ଯଦି ସଫଳ ଅବତରଣ କରେ, ତେବେ ଆମେରିକା, ରୁଷ, ଚୀନ ପରେ ଚତୁର୍ଥ ଦେଶ ହେବ ଭାରତ ..
ନନ୍ଦନକାନନରେ ‘ସାରା’ ଅସୁସ୍ଥ..



