www.samajalive.in
Saturday, December 6, 2025
23.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

୧୫.୯.୨୦୨୪ ରିଖ ରବିବାର ଭାଦ୍ରବ ଶୁକ୍ଲ ଦ୍ୱାଦଶୀ ତିଥି ଶ୍ରୀମନ୍ଦିରରେ ବାବନ ଜନ୍ମ ନୀତି ଅନୁଷ୍ଠିତ ହେବ..
ମଧ୍ୟାହ୍ନଧୂପ ଚ୍ଛେକ ଆସିବା ପରେ ପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୮.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ..

ଲଘୁଚାପ ପ୍ରଭାବରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା: ମୟୁରଭଞ୍ଜ, କେନ୍ଦୁଝର ଜିଲ୍ଲାକୁ ରେଡ୍ ଆଲର୍ଟ, ୫ ଜିଲ୍ଲାକୁ ଅରେଞ୍ଜ ଓ ୧୩ ଜିଲ୍ଲାକୁ ୟେଲୋ ସତର୍କତା ଜାରି , ସ୍ଥିତିକୁ ଦେଇ ମୟୁରଭଞ୍ଜ ଜିଲ୍ଲାର ସବୁ ସ୍କୁଲ ଛୁଟି ଘୋଷଣା..

- Advertisement -

ବଦଳିଆ ମୋ ସ୍କୁଲ୍‌ ଅଭିଯାନ ନାଁ..

୨୦୧୭ ମସିହାରୁ ଆରମ୍ଭ ହୋଇଥିବା ‘ମୋ ସ୍କୁଲ’ ଅଭିଯାନର ନାଁ ଗଣଶିକ୍ଷା ବିଭାଗ ପକ୍ଷରୁ ବଦଳିଛି..

ଏହି ନାଁ ବଦଳି ନୂଆ ନାଁ ‘ପଞ୍ଚଶଖା ଶିକ୍ଷା ସେତୁ’ ଅଭିଯାନ..

ଭୁବନେଶ୍ୱର : ବୈଜ୍ଞାନିକଙ୍କ ଘରେ କଳାକନା ବୁଲାଇଲେ ଲୁଟେରା..

୨୨ ସେପ୍ଟେମ୍ବରରେ ଗଜକେସରୀ ସହ ଦୁର୍ଲ୍ଲଭ ଯୋଗ; ଏହି ୪ ରାଶିଙ୍କ ଭାଗ୍ୟ ସୁନା ଭଳି ଚମକିବ, ଖାଲି ହେବ ଲାଭ..

ଚନ୍ଦକା ଥାନା ଆକ୍ରୋପଲିସ ଆପାର୍ଟମେଣ୍ଟରୁ ଲୁଟି ନେଲେ ଦୁର୍ବୃତ୍ତ..

 

ଭିଡିଓରେ ଦେଖନ୍ତୁ; କେମିତି ଜଙ୍ଗଲର ରାଜାକୁ ଧୂଳି ଚଟାଇଲା ଜିରାଫ..

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଭୁବନେଶ୍ଵରରେ ଏସପିଜି ଟିମ୍: ବିମାନ ବନ୍ଦରଠୁ ନେଇ ବିଭିନ୍ନ ସ୍ଥାନକୁ ଯାଇ ସୁରକ୍ଷା ବ୍ୟବସ୍ଥାର କରିବେ ଯାଞ୍ଚ, ଆଜି ହୋଇପାରେ କାରେକେଡ୍ ରିହଲସର୍ଲ..

କଟକରେ ଅଘଟଣ, ମାଆର ଗଳାକାଟି ହତ୍ୟା କଲା ସଇତାନ ପୁଅ..

ଜାଣନ୍ତୁ; ପିଲାଟି ଗଣେଶ ପୂଜା ପାଇଁ ଛୁଟି ପତ୍ରରେ ଲେଖିଲା ଏମିତି..

ଜାମ୍ମୁ: ଜାମ୍ମୁ-କାଶ୍ମୀରର ବାରାମୂଳାରେ ଗୁଳିବିନିମୟ, ନିପାତ ହେଲେ ୩ ଆତଙ୍କବାଦୀ..
କିସ୍ତଓ୍ବାରରେ ଯବାନଙ୍କ ଉପରକୁ ଆତଙ୍କୀଙ୍କ ଗୁଳିମାଡ଼, ୨ ଯବାନ ସହିଦ ଓ ଅନ୍ୟ ଦୁଇ ଯବାନ ଆହତ..

ଟିଟିଲାଗଡ଼: ‘ସୁଭଦ୍ରା’ଯୋଜନା, ଜଣଙ୍କ ପିଛା ଶହେ ଟଙ୍କା ମାଗି ଅଭିଯୁକ୍ତ ଗିରଫ..

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories