www.samajalive.in
Saturday, December 6, 2025
23.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

ବିଜେପିର ବିକ୍ଷୋଭ ସମୟରେ ଜୟ ନାରାୟଣ ମିଶ୍ର ଓ ପୁଲିସ ଧସ୍ତାଧସ୍ତି ..

ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ୟ୍ୟସ୍ତ ହୋଇ ପଡ଼ିଥିବା ଅଭିଯୋଗ ନେଇ ସମ୍ବଲପୁର ଜିଲା ବିଜେପି ପକ୍ଷରୁ ଜିଲାପାଳ କାର୍ୟ୍ୟାଳୟ ସମ୍ମୁଖରେ କରାଯାଇଛି ବିକ୍ଷୋଭ ପ୍ରଦର୍ଶନ..

- Advertisement -

ଏହି ସମୟରେ ବିଜେପି କର୍ମୀ ଓ ପୁଲିସ ମଧ୍ୟରେ ଧସ୍ତାଧସ୍ତି ..

ବାତ୍ୟା ପରେ ଶକ୍ତିଶାଳୀ ଭୂକମ୍ପ; ନ୍ୟୁଜିଲାଣ୍ଡରେ ଜନଜୀବନ ଅସ୍ତବ୍ୟସ୍ତ..

ରାଜଧାନୀ ୱେଲିଂଟନ ନିକଟସ୍ଥ ଲୋୟେର ହଟ୍‌ରୁ ୭୮ କିମି ଦୂର ଉତ୍ତର-ପଶ୍ଚିମ ଦିଗରେ ଭୂମିକମ୍ପ ହୋଇଛି .. ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୬.୧ ରେକର୍ଡ଼ ..

ଟଳିଲା ଅଘଟଣ : ଗୋଦାବରୀ ଏକ୍ସପ୍ରେସ ଲାଇନଚ୍ୟୁତ , ଯାତ୍ରୀ ସୁରକ୍ଷିତ ..

ତେଲେଙ୍ଗାନାର ବିବିନଗରରେ ବୁଧବାର ସକାଳେ ରେଳ ଦୁର୍ଘଟଣା ..

ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରୁ ତେଲେଙ୍ଗାନାର ସିକନ୍ଦରାବାଦ ଯାଉଥିବା ଗୋଦାବରୀ ଏକ୍ସପ୍ରେସର ଛଅଟି ବଗି ଲାଇନଚ୍ୟୁତ ହୋଇଛି..

ଦ୍ୱିତୀୟ ଦିନରେ ବିବିସି କାର୍ୟ୍ୟାଳୟରେ ଆଇଟି ବିଭାଗର ଚଢାଉ.. ଦିଲ୍ଲୀ ଓ ମୁମ୍ବାଇ ସ୍ଥିତ କାର୍ୟ୍ୟାଳୟରେ ଚାଲିଛି ଚଢାଉ..

ଗତକାଲି ୧୨ଟାରୁ ବିବିସି କାର୍ୟ୍ୟାଳୟରେ ଚାଲିଛି ଚଢାଉ .. ପ୍ରାୟ ୬୦ ରୁ ୭୦ ଜଣ ଅଧିକାରୀଙ୍କୁ ନେଇ ଗଠିତ ଟିମ୍‌‌ କରୁଛି ଯାଞ୍ଚ ..

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories