www.samajalive.in
Saturday, December 6, 2025
17.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

କେନ୍ଦୁଝରରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ଟାସ୍କଫୋର୍ସ ଗଠନ.. ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ଗଠନ.. ୨ଟି ସ୍ଥାନ ନିରୂପଣ ପାଇଁ ନିର୍ଦ୍ଦେଶ.. ସୂଚନା ଦେଲେ ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ..

ରାଜ୍ୟରେ ଶିଳ୍ପାୟନ ଲାଗି ମୁମ୍ବାଇ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ.. ୧୮ ଓ ୧୯ରେ ମୁମ୍ବାଇରେ ବିଭିନ୍ନ କାର୍ଯ୍ୟକ୍ରମରେ ହେବେ ସାମିଲ..ମୁଖ୍ୟମନ୍ତ୍ରୀଙ୍କ ମୁମ୍ବାଇ ଗସ୍ତ କାର୍ଯ୍ୟକ୍ରମ ନେଇ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁଙ୍କ ସୂଚନା..

- Advertisement -

ମହାରାଷ୍ଟ୍ରରେ ବାବା ସିଦ୍ଦିକିଙ୍କ ହତ୍ୟା ପରେ ବଲିଉଡ ଅଭିନେତା ସଲମାନ ଖାନଙ୍କୁ ମିଳିଲା ‘ୱାଇ ପ୍ଲସ୍’ ସୁରକ୍ଷା.. ଅନିର୍ଦ୍ଦିଷ୍ଟକାଳ ଯାଏଁ ସବୁ ଫିଲ୍ମ ଶୁଟିଂ, ମିଟିଂ ଓ ଟେଲିଭିଜନ୍ ଶୋ’ ବାତିଲ କଲେ ସଲମାନ୍..

ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ତାରିଖ ଘୋଷଣା କଲେ ଭାରତୀୟ ନିର୍ବାଚନ ଆୟୋଗ.. ନଭେମ୍ବର ୨୦ରେ ମହାରାଷ୍ଟ୍ରରେ ଭୋଟ୍‌ ଗ୍ରହଣ, ନଭେମ୍ବର ୨୩ରେ ଭୋଟ୍‌ ଗଣତି.. ଝାଡ଼ଖଣ୍ଡରେ ଦୁଇଟି ପର୍ଯ୍ୟାୟରେ ମତଦାନ.. ନଭେମ୍ବର ୧୩ ଓ ନଭେମ୍ବର ୨୦ରେ ଝାଡ଼ଖଣ୍ଡରେ ଭୋଟିଂ.. ନଭେମ୍ବର ୨୩ରେ ଫଳାଫଳ..

ଆସନ୍ତାକାଲି ଜାମ୍ମୁ କାଶ୍ମୀରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ନ୍ୟାସନାଲ କନଫରେନ୍ସ ନେତା ଓମାର ଅବଦୁଲ୍ଲା, ଉପରାଜ୍ୟପାଳ ମନୋଜ ସିହ୍ନା ଆମନ୍ତ୍ରଣ କରିଥିବା ସୂଚନା..

ଗଞ୍ଜେଇ ସନ୍ଦେହରେ ଗାଡ଼ି ଯାଞ୍ଚ ବେଳେ ମିଳିଲା ବିପୁଳ ପରିମାଣର ରୁପା..କାର୍‌ ପଛ ସିଟ୍‌ରେ ଲୁଚାଇ ରଖାଯାଇଥିବା ରୁପା ଅଳଙ୍କାର ଜବତ..ବିଜୁ ଏକ୍ସପ୍ରେସ ୱେ ମଝିପାଲି ଟୋଲ୍‌ ଗେଟ୍‌ ନିକଟରୁ ଜବତ..

ସମ୍ପୂର୍ଣ୍ଣ ବିଦାୟ ନେଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ, ପାଣିପାଗ କେନ୍ଦ୍ରର ସୂଚନା..

ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ଦୁଷ୍କର୍ମ ଘଟଣାରେ ତଦନ୍ତ ତ୍ୱରାନ୍ୱିତ କରିବାକୁ ଜାତୀୟ ମହିଳା କମିଶନ ଓ ଦିଲ୍ଲୀ ମହିଳା କମିଶନଙ୍କୁ ଅନୁରୋଧ କଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା..

 

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

Related Articles

Popular Categories