www.samajalive.in
Saturday, December 6, 2025
16.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

କଲବଲ କରୁଛି ତାତି ; ରାଜଧାନୀରେ ସର୍ବାଧିକ ୪୧.୯ ଡିଗ୍ରୀ ରେକର୍ଡ..

ତାତି ବଢିବା ସହ ଗ୍ରୀଷ୍ମ ପ୍ରବାହ ନେଇ ୧୪ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି..

- Advertisement -

ବାରବାଟୀ କଟକ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମ ଆଶ୍ଵସ୍ତି..

ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ଆତ୍ମସମର୍ପଣରୁ ଛାଡ଼ କଲେ ସୁପ୍ରିମକୋର୍ଟ..

ଆଜି ପବିତ୍ର ଅଶୋକାଷ୍ଟମୀ..

ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା..

ପ୍ରକାଶ ପାଇଲା ୟୁପିଏସସି ପରୀକ୍ଷା ଫଳ..

ଆଦିତ୍ୟ ଶ୍ରୀବାସ୍ତବ ଟପ୍ପର, ଦ୍ଵିତୀୟ ସ୍ଥାନରେ ଓଡ଼ିଆ ପୁଅ ଅନିମେଶ ପ୍ରଧାନ..

ଭିଡ଼ିଓ କଲରେ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ..

ଉପରମୁହାଁ ପାରଦ ; ଗ୍ରୀଷ୍ମ ପ୍ରବାହ ନେଇ ଏହି ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି..

ପୁରୀ, ସମ୍ବଲପୁର ଓ ଖୋର୍ଦ୍ଧା ଅଂଚଳର ଲୋକଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ..

ବିଜେପିର ବିଧାନସଭା ପ୍ରାର୍ଥୀ ଘୋଷଣା..

ରାଉରକେଲାରୁ ଦିଲୀପ ରାୟ, ପାଟଣାରୁ ଅଖିଳ ଚନ୍ଦ୍ର ନାୟକ, ସାରସକଣା ଭାଦବ ହାଁସଦ, ରାଇରଙ୍ଗପୁର ଜୋଲେନ ବରଦା, ବାଙ୍ଗିରିପୋଷି ସଂଜଲୀ ମୁର୍ମୁ..

ଯାଜପୁର ସଡକ ଦୁର୍ଘଟଣା: ୫ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା, ଆହତଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ..

ଲୋକଙ୍କ ସହ ଭିଡିଓ କଲରେ ମୁଖ୍ୟମନ୍ତ୍ରୀ

ବଲିଉଡ୍ ଅଭିନେତା ସଲମାନ୍ ଖାନ୍ ଙ୍କ ଘର ଆଗରେ ଗୁଳିମାଡ ଘଟଣା..

ଦୁଇ ଅଭିଯୁକ୍ତଙ୍କୁ ଗୁଜୁରାଟ ଭୁଜରୁ ଗିରଫ କଲା ମୁମ୍ବାଇ କ୍ରାଇମବ୍ରାଞ୍ଚ..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories