www.samajalive.in
Saturday, December 6, 2025
26.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ରତ୍ନଭଣ୍ଡାର ଖୋଲାଯିବା ସମ୍ପର୍କରେ ତଦାରଖ କମିଟିର ବୈଠକ..

ସୁନାବେଶ ପାଇଁ ଟ୍ରାଫିକ ଓ ଭିଡ ନିୟନ୍ତ୍ରଣ ଉପରେ ସ୍ୱତନ୍ତ୍ର ଗୁରୁତ୍ୱ ଦିଆଯିବ- ପୁରୀ ଏସପି..

- Advertisement -

ରତ୍ନଭଣ୍ଡାର ପ୍ରସଙ୍ଗରେ ମୁଖ୍ୟ ପ୍ରଶାସକଙ୍କ ସୂଚନା..

ପୁରୁଣା ଭଙ୍ଗା ତାଲା ଓ ନୂଆଚାବି ସବୁ ଟ୍ରେଜେରିରେ ରଖାଯାଇଛି..

ଜଷ୍ଟିସ୍‍ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଆଜିର ବୈଠକ ହୋଇଛି..

ନବରଙ୍ଗପୁର : ସ୍କୁଲରେ ଛାତ୍ରଛାତ୍ରୀ ପାଠ ପଢୁଥିବା ସମୟରେ ହଠାତ୍‌ ପଶି ଆସିଲା ଭାଲୁ..

ଦେଖନ୍ତୁ ଭିଡିଓ; ଆଲମିରା ଖୋଲିବା ପରେ ବାହାରିଲା ଏମିତି ଜିନିଷ,ଉଡିବ ହୋସ୍‌..

ଆସନ୍ତା ଗୁରୁବାର ଦିନ ସକାଳ ୯ଟା ୫୧ ମିନିଟରୁ ୧୨ଟା ୧୫ ପର୍ଯ୍ୟନ୍ତ ଶୁଭ ମୁହୂର୍ତ୍ତରେ ଭିତର ଭଣ୍ଡାର ତାଲା ଖୋଲାଯିବ..

ଗୁରୁବାର ଦିନ ଭକ୍ତମାନଙ୍କ ପାଇଁ ମନ୍ଦିର ପ୍ରବେଶ କଟକଣା ରହିବ..

ତଦାରଖ କମିଟିର ଅଧ୍ୟକ୍ଷ ଜଷ୍ଟିସ ରଥ ଓ ମୁଖ୍ୟ ପ୍ରଶାସକଙ୍କ ସୂଚନା..

ସକାଳ ୯ଟା ପରେ କମିଟି ସଦସ୍ୟ ଶ୍ରୀମନ୍ଦିରକୁ ପ୍ରବେଶ କରିବେ..

ଏଏସଓ ବୈକୁଣ୍ଠ ପ୍ରଧାନଙ୍କୁ ଆକ୍ରମଣ ଘଟଣାରେ ବର୍ଷିଲା ବିଜେଡି..

ଆକ୍ରମଣ ଘଟଣାକୁ ୧୦ଦିନ ବିତିଲାଣି..

ଆକ୍ରମଣ କରିଥିବା ରାଜ୍ୟପାଳଙ୍କ ପୁଅ ଲଳିତ କୁମାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଶୂନ..

ଶଙ୍ଖଭବନରେ ସାମ୍ବାଦିକ ସମ୍ମିଳନୀ କରି ବର୍ଷିଲେ ବିଜେଡି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର..

ବର୍ଷାରେ ଭିଜିବ ଓଡିଶା: ଦୁଇ ଦୁଇଟି ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା..

ଆଗାମୀ ୪ ଦିନ ଯାଏଁ ବର୍ଷା ସତର୍କତା , ୧୯ ବେଳକୁ ଆସୁଛି ଆଉ ଏକ ଲଘୁଚାପ..

ଦକ୍ଷିଣ ଓ ପଶ୍ଚିମ ଓଡିଶାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ସୂଚନା..

Hot this week

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

Related Articles

Popular Categories