www.samajalive.in
Saturday, December 6, 2025
26.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

କୋରାପୁଟ : ରେଳ ଧାରଣାରୁ ୨ ଯୁବକଙ୍କ ମୃତଦେହ..

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗଭୀର ଅବପାତରେ ପରିଣତ ..

- Advertisement -

ଆସନ୍ତାକାଲି ବାତ୍ୟାର ରୂପ ନେଇ ପାରେ ଗଭୀର ଅବପାତ..

ଓଡିଶା ଉପରେ ବିଶେଷ ପ୍ରଭାବ ନାହିଁ..

ଉପକୂଳରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା..

ଆଇସିସି ଦିନିକିଆ କ୍ରିକେଟ ବିଶ୍ବକପର ଦ୍ବିତୀୟ ସେମିଫାଇନାଲ ..

କଲକାତାର ଇଡେନଗାର୍ଡେନରେ ଦକ୍ଷିଣ ଆଫ୍ରିକା ଓ ଅଷ୍ଟ୍ରେଲିଆ ମଧ୍ୟରେ ଟକ୍କର..

ଟସ୍‌‌ ଜିତି ଦକ୍ଷିଣ ଆଫ୍ରିକାର ବ୍ୟାଟିଂ ନିଷ୍ପତ୍ତି..

ଯାଜପୁର : ଭିଜିଲାନ୍ସ ଜାଲରେ ଫସିଲେ କିରାଣି..

ଆଜିଠାରୁ ଆରମ୍ଭ ହେବ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି କାର୍ଯ୍ୟ..

ଏ ନେଇ ଏଏସ୍‌ଆଇକୁ ନିର୍ଦେଶ ଦେଇଛନ୍ତି ଉଚ୍ଚ ନ୍ୟାୟାଳୟ..

ମୋହନା : ୯ କୋଟି ଟଙ୍କାର ଗଞ୍ଜେଇ ଫସଲ ନଷ୍ଟ କଲା ପୁଲିସ..

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories