www.samajalive.in
Saturday, December 6, 2025
23.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

କାର୍ତ୍ତିକ ମାସ ଆରମ୍ଭରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଆକାଶ ଛୁଆଁ ପରିବା ଦର: ଚିନ୍ତାରେ ଖାଉଟି, ୫୦୦ ଟଙ୍କାରେ ବି ପୁରୁନି ବ୍ୟାଗ୍..

ବେଙ୍ଗାଲୁରୁ ଟେଷ୍ଟରେ ଟିମ୍‌ ଇଣ୍ଡିଆର ନୈରାଶ୍ୟଜନକ ପ୍ରଦର୍ଶନ, ପ୍ରଥମ ଇନିଂସରେ ମାତ୍ର ୪୬ ରନ୍‌ରେ ଭାରତ ଅଲ୍‌ଆଉଟ୍‌..

- Advertisement -

ହରିୟାଣା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନାୟବ ସିଂହ ସୈନୀ, ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ ବନ୍ଦାରୁ ଦତ୍ତାତ୍ରେୟ..

୧୭ ଅକ୍ଟୋବରରେ ତୁଳା ରାଶିରେ ବୁଦ୍ଧାଦିତ୍ୟ ଯୋଗ; ଜାଣନ୍ତୁ ସମସ୍ତ ରାଶି ଉପରେ ପଡିବ କି ପ୍ରଭାବ..

ଆସନ୍ତା ୨୨ ତାରିଖ ସୁଦ୍ଧା ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା
ପରବର୍ତ୍ତୀ ସମୟରେ ଲଘୁଚାପଟି ଅଧିକ ଘନୀଭୂତ ହେବା ସମ୍ଭାବନା..

ହାତୀ ଆକ୍ରମଣରେ ଏଲିଫ୍ୟାଣ୍ଟ ସ୍କ୍ଵାଡ୍ ସଦସ୍ୟ ମୃତ, ୭ଟିକିଆ ହାତୀପଲକୁ ଘଉଡ଼ାଇବା ବେଳେ ଦଳିଦେଲା ଦନ୍ତା, କେନ୍ଦୁଝର ସଦର ରେଞ୍ଜ ଝାରପଡ଼ା ଗାଁ ନିକଟରେ ଘଟିଛି ଅଘଟଣ..

ଜାଣନ୍ତୁ.. ଆରମ୍ଭ ହେଲା କାର୍ତ୍ତିକ ମାସ; ଭୁଲ୍‌ରେ ବି କରନ୍ତୁ ନାହିଁ ଏହି କାମ..

ଭଦ୍ରକ ଜିଲା ନାୟକାଣୀଡିହି ଥାନା ପାଞ୍ଚଘେରିଆ ଗାଁ ନାଳ ପାଖରୁ ମଣିଷ ଖପୁରୀ ଓ କଙ୍କାଳ ଉଦ୍ଧାର, ହତ୍ୟା ସନ୍ଦେହରେ ୨ ଜଣଙ୍କୁ ଅଟକ ରଖି ପୁଲିସର ତଦନ୍ତ ଜାରି..

ବଲାଙ୍ଗୀର ଗାନ୍ଧୀନଗରପଡାରେ ଦୁର୍ଘଟଣା: ଭାରସାମ୍ୟ ହରାଇ ରାସ୍ତାକଡରେ ଥିବା ମନ୍ଦିର ଭିତରକୁ ମାଡିଗଲା ଟ୍ୟାଙ୍କର, ଭାଙ୍ଗିଲା ଶନି ମନ୍ଦିର, ଡ୍ରାଇଭର ଆହତ..

ଜିଓ ପୁଣି ଆଣିଲା ଶସ୍ତା ରିଚାର୍ଜ ପ୍ଲାନ୍‌; ମାତ୍ର ଏତିକି ଟଙ୍କାରେ ମିଳିବ ୫ଜି ଅନଲିମିଟେଡ୍‌ ଡାଟା..

ହଲିଉଡର ପ୍ରସିଦ୍ଧ ପପ୍ ଗାୟକ ଲିଆମ ପେନଙ୍କ ଦେହାନ୍ତ, ଆର୍ଜେଣ୍ଟିନାର ଏକ ହୋଟେଲରେ ରହୁଥିବାବେଳେ ୩ୟ ମହଲା ବାଲକୋନୀରୁ ଖସି ପ୍ରାଣ ହରାଇଥିବା ସୂଚନା..

ଜଷ୍ଟିସ ସଞ୍ଜୀବ ଖାନ୍ନା ହୋଇପାରନ୍ତି ପରବର୍ତ୍ତୀ ସିଜେଆଇ
ସିଜେଆଇ ନିଯୁକ୍ତି ପାଇଁ ଜଷ୍ଟିସ ଖାନ୍ନାଙ୍କ ନାମ ସୁପାରିସ କଲେ ବର୍ତ୍ତମାନର ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼..

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories