www.samajalive.in
Saturday, December 6, 2025
14.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ମାହାଙ୍ଗା ଡବଲ୍‌‌ ମର୍ଡର ମାମଲା..

ପ୍ରତାପ ଜେନାଙ୍କୁ ସାମୟିକ ଆଶ୍ୱସ୍ତି..

- Advertisement -

କୌଣସି କାର୍ଯ୍ୟାନୁଷ୍ଠାନ ଉପରେ ହାଇକୋର୍ଟଙ୍କ ରୋକ୍‌‌..

ସାଲେପୁର ଜେଏମଏଫସି କୋର୍ଟଙ୍କୁ ରେକର୍ଡ ତଲବ କଲେ ହାଇକୋର୍ଟ..

ନୂଆଦିଲ୍ଲୀ : ବିଶ୍ୱକପ କ୍ରିକେଟ.. ଭାରତ-ଶ୍ରୀଲଙ୍କା ଟକ୍କର.. ଟସ୍‌‌ ଜିତି ଶ୍ରୀଲଙ୍କାର ବୋଲିଂ ନିଷ୍ପତ୍ତି..

ବିଶ୍ବକପ୍‌: ଭାରତର ବ୍ୟାଟିଂ ଜାରି, ବ୍ୟକ୍ତିଗତ ଅର୍ଦ୍ଧଶତକ ହାସଲ କଲେ ଗିଲ୍‌-କୋହଲି..

ବିଜେଡି ପକ୍ଷରୁ ୨ ଜିଲା ପାଇଁ ନୂଆ ପର୍ଯ୍ୟବେକ୍ଷକ ନିଯୁକ୍ତ..

ପ୍ରତାପ ଜେନାଙ୍କୁ କେନ୍ଦ୍ରାପଡା ଜିଲା ଦାୟିତ୍ବ ..

ସଞ୍ଜୟ ଦାସବର୍ମାଙ୍କୁ ଭଦ୍ରକ ଜିଲାର ଦାୟିତ୍ବ ..

ପଞ୍ଜାବର ସୁନାମରେ କାର୍‌‌କୁ ଧକ୍କା ଦେଲା କଣ୍ଟେନର,ଟ୍ରକ .. ୬ ମୃତ..

ନାବାଳକଙ୍କୁ ଛୁରା ମାଡ ଘଟଣା ; ଜଣେ ଗିରଫ ..

ଗିରଫ ଅଭିଯୁକ୍ତ +୨ ପ୍ରଥମ ବର୍ଷ ବିଜ୍ଞାନ ଛାତ୍ର ..

ବକେୟା ଟିଉସନ ଟଙ୍କା ମାଗିବାରୁ ପୁଅକୁ ମାରିଲା ଅଭିଯୁକ୍ତ..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories