ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି..
ସନ୍ଧ୍ୟା ୬ରୁ ରାତ୍ର ୯.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ..
ନିର୍ଦ୍ୱନ୍ଦରେ ରାଜ୍ୟସଭାକୁ ଓଡିଶାରୁ ନିର୍ବାଚିତ ହୋଇଛନ୍ତି ୩ ପ୍ରାର୍ଥୀ..
ରାଜ୍ୟସଭା ଲାଗି ଓଡିଶାରୁ ବିଜେଡିର ଦେବାଶିଷ ସାମନ୍ତରାୟ ଏବଂ ଶୁଭାଶିଷ ଖୁଣ୍ଟିଆ..
ବିଜେପିର ପ୍ରାର୍ଥୀ ଭାବରେ ବର୍ତ୍ତମାନର କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପ୍ରାର୍ଥୀପତ୍ର ଦାଖଲ କରିଥିଲେ..
ମାନହାନୀ ମାମଲାରେ ରାହୁଲ ଗାନ୍ଧୀଙ୍କୁ ଜାମିନ୍..
ନିର୍ବାଚନ ପୂର୍ବରୁ ବରଗଡ ଜିଲାବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ ଭେଟି..
ବହୁ ପ୍ରତୀକ୍ଷିତ ଗଙ୍ଗାଧର ମେହେର ଉଠାଜଳସେଚନ ପ୍ରକଳ୍ପ ଓ ୧୦୦ ଶଯ୍ୟା ବିଶିଷ୍ଟ କର୍କଟ ରୋଗ ଚିକିତ୍ସା କେନ୍ଦ୍ରର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ..
ଲୋକପ୍ରିୟ ଟେଲି ଅଭିନେତା ଋତୁରାଜ ସିଂହ(୫୯)ଙ୍କ ପରଲୋକ..
ମଙ୍ଗଳବାରଠୁ ମାଟ୍ରିକ ପରୀକ୍ଷା: ୩୦୪୭ଟି କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି ୫ ଲକ୍ଷ ୫୧ ହଜାର ୬୧୧ ଛାତ୍ରଛାତ୍ରୀ..
ଆଫଗାନିସ୍ତାନରେ ଭୂକମ୍ପ ଝଟକା: ରିକ୍ଟର ସ୍କେଲରେ ତୀବ୍ରତା ୪.୭ ରେକର୍ଡ..
ବଲାଙ୍ଗୀରରେ ମାଟ୍ରିକ ପରୀକ୍ଷା ପୂର୍ବରୁ ଝୁଲିପଡିଲେ ଛାତ୍ର: ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର..
କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ଧମକ ଘଟଣା: ପ୍ରତିବାଦରେ ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ପାଳୁଛି କଂଗ୍ରେସ..
ଆନନ୍ଦପୁର : ନନ୍ଦିପଦା ଡଙ୍କୁରୀ ଗାଁରେ ଘରେ ପଶି ମହିଳାଙ୍କୁ ଆକ୍ରମଣ କରି ସୁନା ଅଳଙ୍କାର ଲୁଟିଲେ ଦୁର୍ବୃତ୍ତ..
ଆହତ ମହିଳା ମେଡିକାଲରେ ଭର୍ତ୍ତି..
ଭୁବନେଶ୍ବର ଇସ୍କନ ମନ୍ଦିର ସମ୍ମୁଖରୁ ଯୁବତୀଙ୍କ ମୋବାଇଲ୍ ଝାମ୍ପିନେଲେ ଲୁଟେରା..



