www.samajalive.in
Sunday, December 7, 2025
14.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ରାଜ୍ୟସଭା ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ ବିଜେପି ନେତା ଜଗନ୍ନାଥ ପ୍ରଧାନ.. ସ୍ଵାଧୀନ ପ୍ରାର୍ଥୀ ଭାବେ ପ୍ରାର୍ଥୀପତ୍ର ଦାଖଲ କଲେ ଜଗନ୍ନାଥ.. ପୂର୍ବାହ୍ନରେ ବିଜେପି ରାଜ୍ୟସଭା ପ୍ରାର୍ଥୀ ମମତା ମହାନ୍ତ ଦାଖଲ କରିଥିଲେ ପ୍ରାର୍ଥୀପତ୍ର..

ଭୁବନେଶ୍ୱରରେ ଭାରତୀୟ ହକି ଟିମ୍‌ ସଦସ୍ୟଙ୍କୁ ଭବ୍ୟ ସ୍ଵାଗତ.. ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିବା ପରେ ପ୍ୟାରିସ ଅଲିମ୍ପିକ୍ସ ବ୍ରୋଞ୍ଜ ବିଜୟୀ ହକି ଦଳକୁ ଭବ୍ୟ ସ୍ଵାଗତ.. ପରେ ବିଶାଳ ରୋଡ୍‌ ଶୋ’..

- Advertisement -

ବୃଦ୍ଧି ହେବ ସ୍କୁଲ ପିଲାଙ୍କ ମଧ୍ୟାହ୍ନ ଭୋଜନ ସହାୟତା ରାଶି.. ମିଲ୍‌ ପିଛା ସହାୟତା ୧ ଟଙ୍କା ବୃଦ୍ଧି ହେବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ସୂଚନା..

୨୬ ଅଗଷ୍ଟରେ ମଙ୍ଗଳ କରିବେ ରାଶି ପରିବର୍ତ୍ତନ ; ଏହି ରାଶିଙ୍କ ରହିବନି ଚିନ୍ତା,ବଦଳାଇବେ ଭାଗ୍ୟ..

ଭୁବନେଶ୍ୱରରେ ଏନଆଇଏ ଟିମ୍‌‌.. ସିମ୍‌‌ ବକ୍ସ ମାମଲାରେ ଗିରଫ ହୋଇଥିବା ଅଭିଯୁକ୍ତ ରାଜୁ ମଣ୍ଡଳକୁ ଜେରା କରିବ ଏନଆଇଏ ଟିମ୍‌‌..

ସେପ୍ଟେମ୍ବର ଶେଷ ସୁଦ୍ଧା ପ୍ରତି ଘରେ ପହଞ୍ଚିବ ବିଜୁଳି.. ବିଧାନସଭାରେ ଲିଖିତ ଉତ୍ତର ରଖିଲେ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ..

ଥାନା ଆଗରେ ଦେହରେ ନିଆଁ ଲଗାଇଥିବା ମହିଳାଙ୍କ ମୃତ୍ୟୁ.. ଗତ ୧୬ ତାରିଖରେ ମାହାଙ୍ଗା ଥାନା ସମ୍ମୁଖରେ ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ ମହିଳା..

ଦେଖନ୍ତୁ ଭିଡିଓ ; ବାଘ ସାମ୍ନାକୁ ନାଗ ସାପ ଆସିବା ପରେ..

 

୧୨ ଘଣ୍ଟିଆ ଭାରତ ବନ୍ଦ.. ବିଭିନ୍ନ ଦଳିତ ଓ ଆଦିବାସୀ ସଂଗଠନ ପକ୍ଷରୁ ୧୨ଘଣ୍ଟିଆ ଭାରତ ବନ୍ଦ ପାଳନ.. ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ରାୟ ବିରୋଧରେ ବନ୍ଦ ପାଳନ.. ବିଭିନ୍ନ ସ୍ଥାନରେ ସକାଳୁ ସକାଳୁ ପିକେଟିଂ ଓ ରାସ୍ତା ଅବରୋଧ..

ଆସନ୍ତା ଫେବୃଆରୀ ୧୫ତାରିଖରୁ ହେବ ଯୁକ୍ତ ଦୁଇ ପରୀକ୍ଷା.. ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା.. ଡିସେମ୍ବର ୨୬ରୁ ଜାନୁଆରୀ ୧୫ ମଧ୍ୟରେ ପ୍ରାକ୍ଟିକାଲ ପରୀକ୍ଷା ଏବଂ ଇଣ୍ଟରନାଲ ପରୀକ୍ଷା.. ବଦଳିଛି ଯୁକ୍ତ ଦୁଇ ପ୍ରଶ୍ନପତ୍ର ଢାଞ୍ଚା.. ଏଣିକି ୮୦ମାର୍କରୁ ୨୪ମାର୍କ ରଖିଲେ ପାସ୍‌‌..

Hot this week

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

Related Articles

Popular Categories