www.samajalive.in
Monday, December 8, 2025
24.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଭୁବନେଶ୍ୱର : ସକ୍ରିୟ ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ..

୧୪ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି..

- Advertisement -

କନ୍ଧମାଳ, ଗଜପତି, ଗଞ୍ଜାମ, ପୁରୀ, ଝାରସୁଗୁଡା, ସମ୍ବଲପୁର, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା,

କଳାହାଣ୍ଡି,ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜକୁ ୟେଲୋ ୱାର୍ଣ୍ଣିଂ ଜାରି..

ଭାରତକୁ ବିକଶିତ ରାଷ୍ଟ୍ରରେ ପରିଣତ କରିବାରେ ଯୁବଶକ୍ତିର ଭୂମିକା ଗୁରୁତ୍ୱପୂର୍ଣ୍ଣ : ମୋଦୀ

ରୋଜଗାର ମେଳାରେ ୭୦ ହଜାରରୁ ଅଧିକ ନବନିଯୁକ୍ତଙ୍କୁ ନିଯୁକ୍ତିପତ୍ର ପ୍ରଦାନ କଲେ ପ୍ରଧାନମନ୍ତ୍ରୀ..

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଜନୈତିକ କ୍ୟାରିୟରରେ ଆଉଏକ ସଫଳତା..

ଦେଶର ଦ୍ୱିତୀୟ ଦୀର୍ଘତମ ଅବଧି ମୁଖ୍ୟମନ୍ତ୍ରୀ ହୋଇଛନ୍ତି ନବୀନ ପଟ୍ଟନାୟକ..

ଶନିବାର ନବୀନ ଏହି ଅବଧି ପୂରଣ କରିଛନ୍ତି..

ହରଭଙ୍ଗା : ଘରୋଇ କଳହର କରୁଣ ପରିଣତି, ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ନୃଶଂସ ସ୍ୱାମୀ..

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories