www.samajalive.in
Saturday, December 6, 2025
15.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଜଳୁଛି ରାଜଧାନୀ; ସାଢେ ୨ଟା ସୁଦ୍ଧା ଭୁବନେଶ୍ୱର ସବୁ ଠାରୁ ଉତ୍ତପ୍ତ ସହର..

ଭୁବନେଶ୍ୱର ୪୧.୮ ଡିଗ୍ରୀ ତାପମାତ୍ରା, ଚାନ୍ଦବାଲି ୪୦.୪, ବାଲେଶ୍ୱର ୪୦.୩, ଝାରସୁଗୁଡା ୩୯.୫, ପାରାଦୀପ ୩୮.୮, ରାଉରକେଲା ୩୭.୯, କେନ୍ଦୁଝର ୩୭.୮..

- Advertisement -

ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ ଝଟକା..

ଅଦାଲତରେ ନିୟମିତ ହାଜର ହେବାକୁ ନିର୍ଦ୍ଦେଶ..

ଆହୁରି ୪ଦିନ ଜଳିବ..

୨୭ ଯାଏ ତାତିରୁ ନିସ୍ତାର ନାହିଁ..

୨୪ ଓ ୨୫ ତାରିଖରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ଗ୍ରୀଷ୍ମପ୍ରବାହ ନେଇ ୟେଲୋ ୱାର୍ଣ୍ଣିଂ ଜାରି..

ଆସନ୍ତା ୨୬ ଓ ୨୭ରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ସ୍ଥିତି ଗମ୍ଭୀର ହେବ..

କଟକ ଜିଲ୍ଲା ମାହାଙ୍ଗା ଥାନା ଲଳିତଗିରି ଗାଁରେ ଅଘଟଣ: ୧୦୦ ଟଙ୍କା ପାଇଁ ପୁଅକୁ ହାଣିଲା ବାପା..

କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ଜାମିନ..

ଓଆରଏଚଡିସି ଦୁର୍ନୀତି ମାମଲାରେ ଜାମିନ ପ୍ରଦାନ କଲେ ସୁପ୍ରିମକୋର୍ଟ..

ଜଳୁଛି ରାଜଧାନୀ; ସାଢେ ୨ଟା ସୁଦ୍ଧା ଭୁବନେଶ୍ୱର ସବୁ ଠାରୁ ଉତ୍ତପ୍ତ ସହର

ବିଜେଡି ଛାଡିଲେ ରାସେଶ୍ୱରୀ ପାଣିଗ୍ରାହୀ..

ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ..

ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ..

ବାସ୍ ଏହି ସରଳ ଉପାୟରେ ଜାତକରେ ଦୂର ହେବ ଶନିଙ୍କ କୋପ, ମହାଦଶା..

ତାଇଓ୍ବାନରେ ପୁଣି ଭୂକମ୍ପ ଝଟକା: ରିକ୍ଟର ସ୍କେଲରେ ତୀବ୍ରତା ୬.୦..

ଶ୍ରୀମନ୍ଦିର ଭିତରକାଠ ନିକଟରେ ପଡିଲା ରକ୍ତଛିଟା; ମହାପ୍ରଭୁଙ୍କର ହେଲା ବଡ ମହାସ୍ନାନ..

ଜଙ୍ଗଲୀ ହାତୀଙ୍କ ଉପଦ୍ରବ;ବସ୍ତା ସଦାନନ୍ଦପୁର ଗାଁରେ ମାତିଛନ୍ତି ୫୦ ଟିକିଆ ହାତୀପଲ..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories