mission shakti banner

ଅପରାହ୍ନ ୪ଟା ମୁଖ୍ୟ ଖବର

nua o banner

ବାଲେଶ୍ବର ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ.. ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ଯନ୍ତ୍ରୀ ଅଜୟ କୁମାର ସେନାପତିଙ୍କ ଘରେ ଗୁରୁବାର ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍..

ବାଲେଶ୍ବର ସ୍ଥିତ କାର୍ୟ୍ୟାଳୟ ଓ ସରକାରୀ ବାସଭବନ ସମେତ ୭ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଚାଲିଥିବା ସୂଚନା..

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସୁଆଣ୍ଡୋରେ ଉତ୍କଳମଣିଙ୍କ ପୁନଃବିକଶିତ ଜନ୍ମପୀଠର ଲୋକାର୍ପଣ କରିଛନ୍ତି..

ଗୋପବନ୍ଧୁଙ୍କ ଏକ ୧୫ ଫୁଟ ଉଚ୍ଚ ପୂର୍ଣ୍ଣ ଅବୟେବ ପ୍ରତିମୂର୍ତ୍ତୀ ଉନ୍ମୋଚନ କରିବା ସହିତ ବିକଶିତ ଶିବ ମନ୍ଦିର, ପୋଖରୀ, ମ୍ୟୁଜିୟମ ଓ ପୈତୃକ ବାସଗୃହର ଉଦ୍‌ଘାଟନ କରିଛନ୍ତି..

ଆଠଗଡ : ଜଙ୍ଗଲରୁ ୨ ଗଳିତ ମୃତଦେହ ଉଦ୍ଧାର.. ବଣିଆବନ୍ଧ ଜଙ୍ଗଲରୁ ମିଳିଲା ଯୁବକ-ଯୁବତୀଙ୍କ ମୃତଦେହ..

Comments are closed.