www.samajalive.in
Saturday, December 6, 2025
26.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ପୁରୀ: କପାଳମୋଚନ ମନ୍ଦିରରୁ ମୂର୍ତ୍ତି ଚୋରୀ..

ପଥର ମୂର୍ତ୍ତି ଚୋରୀ ହୋଇଥିବା ସେବାୟତଙ୍କ ଅଭିଯୋଗ…

- Advertisement -

ଭୁବନେଶ୍ୱର : କମିବ ଦିନ ତାପମାତ୍ରା.. ଆଗମୀ ୬ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି..

ଭଦ୍ରକ ଜିଲ୍ଲା ଧାମନଗର ଥାନା ଅନ୍ତର୍ଗତ ଦଳାଙ୍ଗ ପଞ୍ଚାୟତ ଜାହାଙ୍ଗିର ଶାସନ ଗ୍ରାମରେ ଦଶମ ଶ୍ରେଣୀ ଛାତ୍ରଙ୍କ ଆତ୍ମହତ୍ୟା..

ଓଡ଼ିଶାରେ ତିଆରି ହେବ ପ୍ରତିରକ୍ଷା ଓ ବିମାନ ଯନ୍ତ୍ରାଂଶ..

କଲ୍ୟାଣ ଷ୍ଟିଲ୍‌ ସହ ରାଜ୍ୟ ସରକାରଙ୍କ ଏମଓୟୁ ସ୍ୱାକ୍ଷର..

ଢେଙ୍କାନାଳ ଗଜମରାରେ ହେବ ପ୍ରକଳ୍ପ, ୧୧ଶହ ଏକର ଜମି ଚିହ୍ନଟ..

ଅଗ୍ନିଶମ କର୍ମଚାରୀଙ୍କ ଆନ୍ଦୋଳନ ପ୍ରତ୍ୟାହୃତ..

ବଢିଲା ବିଏମସି କର୍ପୋରେଟରଙ୍କ ମିଟିଂ ଭତ୍ତା..

ଗ୍ରାମ ପଞ୍ଚାୟତରେ କାର୍ଯ୍ୟ କରୁଥିବା ସ୍ବାବଲମ୍ବୀ କାରିଗରଙ୍କ ବୃଦ୍ଧି ହେଲା ପାରିଶ୍ରମିକ..

ସ୍ବାବଲମ୍ବୀ କାରିଗରଙ୍କ ପାରିଶ୍ରମିକ ୪ ହଜାର ଟଙ୍କାରୁ ୬ ହଜାର ୫ ଶହ ଟଙ୍କାକୁ ବୃଦ୍ଧି..

ପୁଲିସ-ମାଓବାଦୀ ଗୁଳିବିନିମୟ..

ବରଗଡ ପାଇକମାଳ ଜଙ୍ଗଲରେ ମୁହାଁମୁହିଁ..

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories