www.samajalive.in
Sunday, December 14, 2025
26.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଆଜି ପବିତ୍ର ବଡ଼ଦିନ : ବିଭିନ୍ନ ଚର୍ଚ୍ଚରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ..

ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କର ୧୦୦ ତମ ଜନ୍ମବାର୍ଷିକୀ : ଦେଶ ପାଳୁଛି ସୁଶାସନ ଦିବସ..

- Advertisement -

ମାର୍ଚ୍ଚରେ କୋଟିଏ ହିତାଧିକାରୀଙ୍କୁ ମିଳିବ ‘ସୁଭଦ୍ରା’ ୨ୟ କିସ୍ତି.. କହିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ..

କୋହଲା ପାଗକୁ ବର୍ଷା.. ଆସନ୍ତାକାଲି ଯାଏଁ ରାଜ୍ୟରେ ବର୍ଷିବ, କାଲି ଦକ୍ଷିଣ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟ ବର୍ଷା ସମ୍ଭାବନା.. ୨୬ ତାରିଖ ପରଠାରୁ ବର୍ଷାର ପରିମାଣ କମିବ..

ଆଜିଠୁ ଜାନୁଆରୀ ୩ ତାରିଖ ପର୍ଯ୍ୟନ୍ତ ହେବନି ରତ୍ନଭଣ୍ଡାର ମରାମତି କାମ..

ମାଣିକେଶ୍ଵରୀ ବିଶ୍ବବିଦ୍ୟାଳୟ କୁଳପତି ପ୍ରଫେସର ସଞ୍ଜୟ ଶତପଥୀଙ୍କ ପରଲୋକ..

ଖୁବ୍ ଶୀଘ୍ର ଚିଟଫଣ୍ଡ ଟଙ୍କା ଫେରସ୍ତ ନିଷ୍ପତ୍ତି.. ଚିନ୍ତନ ଚାଲିଥିବା କହିଲେ ମନମୋହନ ସାମଲ.. ରିପୋର୍ଟ ସାର୍ବଜନୀନ ବାବଦରେ ସରକାର ଅନୁଧ୍ୟାନ କରୁଥିବା ଦେଲେ ସୂଚନା.. ଟଙ୍କା ଫେରାଇବା ପୂର୍ବ ସରକାରଙ୍କ ଦାୟିତ୍ଵ ଥିଲା କହି ବିଜେଡିକୁ ନିଶାନା..

୨୦୨୫ରେ ୭ଟି ରାଜଯୋଗ: ଜାଣନ୍ତୁ ମେଷ ଠାରୁ ମୀନ କେଉଁ ମାସରେ କିଏ ହେବେ ଭାଗ୍ୟଶାଳୀ, ମିଳିବ ଧନ ହେବ ବିବାହ..

ଦେଖନ୍ତୁ ଭିଡିଓ; ବିବାହ କାର୍ଡ ଦେଖି ଲୋକେ ଛାନିଆ, ବିଡି କୁମାରୀ ସହ କ୍ୟାନ୍ସର କୁମାର, ସ୍ଥାନ ଶ୍ମଶାନ ଘାଟ, ଟ୍ରେଣ୍ଡ କରୁଛି ପୋଷ୍ଟ..

Hot this week

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

Related Articles

Popular Categories