www.samajalive.in
Sunday, December 7, 2025
15.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ.. ଡିଜିପି କନଫରେନ୍ସକୁ ଆସି ୩ ଦିନ ଓଡ଼ିଶାରେ ରହିବେ ମୋଦୀ.. ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସୂଚନା.. ୨୯ ତାରିଖରେ ଓଡ଼ିଶା ଆସି ୩୦ ଓ ୧ ତାରିଖରେ କନଫରେନ୍ସରେ ହେବେ ସାମିଲ..

ଭୁବନେଶ୍ଵର ଓମ୍‌ଫେଡ୍‌ ଛକରେ ଦୁର୍ଘଟଣା.. ୨ଟି ଅଟୋକୁ ଧକ୍କା ଦେଲା ଓମ୍‌ଫେଡ୍‌ ଗାଡ଼ି.. ୩ ଆହତ, ଜଣଙ୍କ ଅବସ୍ଥା ଗୁରୁତର..

- Advertisement -

ପର୍ଥ ଟେଷ୍ଟରେ ଭାରତର ଦମ୍‌ଦାର୍‌ ପ୍ରଦର୍ଶନ.. ଟିମ୍‌ ଇଣ୍ଡିଆର ବଡ ବିଜୟ ସହ ଅଷ୍ଟ୍ରେଲିଆକୁ ୨୯୫ ରନ୍‌ରେ ହରାଇଲା ଭାରତ..

୨୭ ନଭେମ୍ବରରେ ସୂର୍ଯ୍ୟ-ମଙ୍ଗଳଙ୍କ ଅତ୍ୟନ୍ତ ଶୁଭ ଯୋଗ; ଏହି ୫ ରାଶି ହେବେ ଭାଗ୍ୟଶାଳୀ, ମାଲାମାଲ୍‌..

୨୭ରୁ ୨୯ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା.. ପାଣିପାଗ ବିଭାଗର ସୂଚନା.. ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ହୋଇପାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା..

୨୬ରୁ ବିଧାନସଭା ଶୀତକାଳୀନ ଅଧିବେଶନ.. ଆଜି ବସିଲା ସର୍ବଦଳୀୟ ବୈଠକ.. ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ମୁଖ୍ୟମନ୍ତ୍ରୀ, ବିରୋଧୀ ଦଳ ମୁଖ୍ୟ ସଚେତକ, କଂଗ୍ରେସ ବିଧାୟକ ଦଳ ନେତା ପ୍ରମୁଖ ଥିଲେ ଉପସ୍ଥିତ..

ସଂସଦର ଶୀତକାଳୀନ ଅଧିବେଶନର ପ୍ରଥମ ଦିନରେ ଅଚଳାବସ୍ଥା.. ବିରୋଧୀଙ୍କ ପ୍ରବଳ ଅଟ୍ଟଗୋଳ ଯୋଗୁ ଉଭୟ ଗୃହ ବୁଧବାର ଯାଏ ମୁଲତବୀ..

 

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories