ଲଘୁଚାପ ସୃଷ୍ଟି : ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷିବ, ଆସନ୍ତା ୩ଦିନ ପର୍ଯ୍ୟନ୍ତ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା..
ଦୀର୍ଘ ୧୮ ବର୍ଷ ପରେ ଏହି ଯୋଗ : ଜାଣନ୍ତୁ ୧୨ ରାଶି ଉପରେ ପ୍ରଭାବ, ମିଳିବ ଧନ, ଚମକିବ ଭାଗ୍ୟ..
‘ସୁଭଦ୍ରା’ ଯୋଜନାରେ ୯୨ ଲକ୍ଷ ଆବେଦନ କରି ସାରିଲେଣି.. ଆଉ ଏକ ସପ୍ତାହ ମଧ୍ୟରେ ଆବେଦନ ୧ କୋଟି ଛୁଇଁଯିବ.. କହିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା..
ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ହେବ ପଲିଗ୍ରାଫ୍ ଟେଷ୍ଟ.. ପଲିଗ୍ରାଫ୍ ଟେଷ୍ଟ ପାଇଁ ଭୁବନେଶ୍ୱର ଏସଡିଜେଏମ କୋର୍ଟ ଦେଲେ ଅନୁମତି..
ଆସନ୍ତାକାଲି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଜେପି ନଡ୍ଡା.. ସୂଚନା ଦେଲେ ବିଜେପି ସଭାପତି ମନମୋହନ ସାମଲ..
ରାଉରକେଲାରେ ପୁଣି ଜଣେ ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ.. ରଘୁନାଥପାଲି ଥାନା ନିକଟ ଏକ ରେଷ୍ଟୁରାଣ୍ଟରେ ଗଣଦୁଷ୍କର୍ମ.. ତିନି ଦିନ ତଳେ ଗଣଦୁଷ୍କର୍ମର ଶିକାର ହୋଇଥିଲେ ଦୁଇ ନାବାଳିକା..



