www.samajalive.in
Saturday, December 6, 2025
14.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ବୁଧବାର ଶ୍ରୀଜୀଉଙ୍କ ବନକଲାଗି ନୀତି: ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ, ଦ୍ବିପହର ଧୂପ ସରିବା ପରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ..

ଡିସେମ୍ବର ୨୦ରେ ରାଜ୍ୟସଭା ଉପନିର୍ବାଚନ, ୪ ରାଜ୍ୟର ୬ ଆସନ ପାଇଁ ହେବ ଉପନିର୍ବାଚନ..

- Advertisement -

ଓଡ଼ିଶା ସମେତ ୪ଟି ରାଜ୍ୟର ମୋଟ୍‌ ୬ଟି ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବ..

ଆଜିଠୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ: ଶୋକ ପ୍ରସ୍ତାବ ପରେ ପ୍ରଶ୍ନକାଳ ଆରମ୍ଭ ହୋହାଲ୍ଲା, ଗୃହ ମଧ୍ୟଭାଗକୁ ଆସି କଂଗ୍ରେସ ଓ ବିଜେଡି ବିଧାୟକଙ୍କ ପ୍ରବଳ ହଟ୍ଟଗୋଳ..

ଶୁକ୍ର ଚଳନ; ନୂଆ ବର୍ଷରେ ଏହି ୫ ରାଶିଙ୍କୁ କରିବେ ଭାଗ୍ୟଶାଳୀ, ମିଳିବ ହଠାତ୍‌ ଧନ, ନୂଆ ଚାକିରି, ଚମକିବ ଭାଗ୍ୟ..

ହସ୍ପିଟାଲରେ ଭର୍ତ୍ତି ହେଲେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ପାଗରେ ଆସିପାରେ ପରିବର୍ତ୍ତନ: ଥଣ୍ଡାରେ ପ୍ରବେଶ କରିପାରେ ବର୍ଷା, ଆସନ୍ତା ୨୮ରୁ ୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା

ଜାତୀୟ ସମ୍ବିଧାନ ଦିବସରେ ସ୍ଵତନ୍ତ୍ର କାର୍ଯ୍ୟକ୍ରମ : ଭୁବନେଶ୍ଵର ଏଜି ଛକରୁ କ୍ୟାପିଟାଲ ହସ୍ପିଟାଲ ଛକ ଯାଏଁ ପଦଯାତ୍ରା , ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ କ୍ରୀଡାମନ୍ତ୍ରୀ ସାମିଲ..

ଆସୁଛି ବାତ୍ୟା ‘ଫେଙ୍ଗାଲ୍‌’; ଏହି ଜିଲାରେ ହେବ ବର୍ଷା, ବହିବ ଏତିକି ବେଗରେ ପବନ!

୨୦୨୫ ମାର୍ଚ୍ଚ ୭ ‘ସୁଭଦ୍ରା’ ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ, ମାର୍ଚ୍ଚ ୮ ମହିଳା ଦିବସରେ ୨ୟ କିସ୍ତି ‘ସୁଭଦ୍ରା’ ଟଙ୍କା ମିଳିବ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା..

ଏଯାଏଁ ୮୦ ଲକ୍ଷ ୪୬ ହଜାର ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳି ସାରିଲାଣି। ୧ କୋଟି ୪୬ ଲକ୍ଷ ଏଯାବତ ପଞ୍ଜିକରଣ କରି ସାରିଛନ୍ତି..

ସରକାରୀ ଅଧିକାରୀ ବଣ୍ଡାଘାଟି ଯାଇ ଲୋକଙ୍କ ପାଖରେ ପହଞ୍ଚିବେ । ଯାହା ସମସ୍ୟା ରହିଛି, ତାହାକୁ ସରକାରୀ ଅଧିକାରୀ ଦୂର କରିବେ..

ଆସୁଛି ବାତ୍ୟା ‘ଫେଙ୍ଗାଲ୍‌’ , ଏହାର ପ୍ରଭାବରେ ଓଡିଶା ଉପକୂଳ ଓ ଦକ୍ଷିଣର କିଛି ଜିଲାରେ ବର୍ଷା ସମ୍ଭାବନା ରହିଛି। ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ଶୀତ କମିବା ନେଇ ମଧ୍ୟ ଆକଳନ କରାଯାଇଛି, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ପୁରୀ, କଟକ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ମାଲକାନଗିରିରେ ମଧ୍ୟ ବର୍ଷା ସମ୍ଭାବନା..

୨୦୨୫ ମାର୍ଚ୍ଚ ୭ ‘ସୁଭଦ୍ରା’ ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories