www.samajalive.in
Saturday, December 6, 2025
26.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଭୁବନେଶ୍ୱର : ତାତିରୁ ମିଳିବନି ଆଶ୍ୱସ୍ତି,ମେ’ ପହିଲା ଯାଏଁ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ..

୧ ମେ’ ଯାଏଁ ରାଜ୍ୟର ବିଭିନ୍ନ ଜିଲାକୁ ହିଟୱେଭ୍ ଆଲର୍ଟ ଜାରି କରାଯାଇଛି..

- Advertisement -

୪୪ ଡିଗ୍ରୀ ଟପିଲା ରାଜଧାନୀ ତାପମାତ୍ରା..

ଦିନ ସାଢେ ୨ଟା ସୁଦ୍ଧା ୪୪.୬ ଡିଗ୍ରୀ..

ବୃହସ୍ପତି ଚଳନ : ୧୨ ବର୍ଷ ପରେ ବୃଷ ରାଶିରେ ଦେବଗୁରୁ, ୧୨ ରାଶିରେ ପ୍ରଭାବ.. କେତେ ଶୁଭ..

ଆଜି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପାଇଁ ଟ୍ୱିନ୍ ସିଟିକୁ ପାଣିପାଗ ବିଭାଗ ପକ୍ଷରୁ ରେଡ୍ ଆଲର୍ଟ ଜାରି..

ପୁରୀ ସହରରେ ବ୍ୟାପୁଛି ଝାଡାବାନ୍ତି..

୩୦ ଜଣ ମେଡିକାଲରେ ଭର୍ତ୍ତି..

ନଦୀରେ ବୁଡି ନାବାଳିକା ନିଖୋଜ..

ମହାକାଳପଡା ଲୁଣା ନଦୀରେ ବୁଡି ଗଲେ ନାବାଳିକା..

ରାଜ୍ୟରେ ଥମୁନି ଜଙ୍ଗଲ ନିଆଁ..

ସୁନ୍ଦରଗଡ ସାରକୁଣ୍ଡା ଜଙ୍ଗଲରେ ଲାଗିଛି ନିଆଁ..

ଶନିବାର ବାସ୍ ଏହି ଗୋଟିଏ ଜିନିଷ ଦାନ କରନ୍ତୁ : ଦୂର ହେବ ଶନି ଦଶା, ମିଳିବ କୃପା..

ଆସନ୍ତାକାଲି ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ..

ସାଲେପୁରରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ କରିବେ ଭୋଟ ଭିକ୍ଷା..

୩୦ ତାରିଖ ପର୍ଯ୍ୟନ୍ତ ଆକାଶରୁ ନିଆଁ ବର୍ଷିବ ; ଏସବୁ ଜିଲାକୁ ସତର୍କ ସୂଚନା ଜାରି..

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories