www.samajalive.in
Saturday, December 6, 2025
26.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ରାଜ୍ୟରେ ମାପ ଏବଂ ଓଜନରେ ଗ୍ରାହକଙ୍କୁ ୩୭୦ ପେଟ୍ରୋଲ ପମ୍ପ ଠକିଛନ୍ତି -ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର..

ଆଉ ଏକ ଲଘୁଚାପ: ୩୧ ଯାଏଁ ପ୍ରବଳ ବର୍ଷା ନେଇ ଓ୍ବାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ..

- Advertisement -

ଆଜି ବିଜୁଳି , ଘଡଘଡି ସହ ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ସତର୍କତା ଜାରି..

ବାର୍ଡ ଫ୍ଲୁ ପାଇଁ କୁକୁଡା ଚାଷୀଙ୍କୁ ମିଳିବ କ୍ଷତିପୂରଣ, ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ପକ୍ଷରୁ ଏହି ସୂଚନା..

କଟକରେ କଳାଧନ ସମ୍ପର୍କିତ ଏସଆଇଟି ବୈଠକ ପରେ ଜଷ୍ଟିସ ଅରିଜିତ ପଶାୟତ ପ୍ରତିକ୍ରିୟା..

ବିଭିନ୍ନ କ୍ଷେତ୍ରରେ ଦୁର୍ନୀତି ହେଉଛି, ଏଥିରେ ରୋକ ଲଗାଇବା ଜରୁରୀ..

ଗ୍ରାହକଙ୍କୁ ୩୭୦ ପେଟ୍ରୋଲ ପମ୍ପ ଠକିଛନ୍ତି – ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ଘଟଣାରେ ୯ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ..

ଦଣ୍ଡାଦେଶ ଶୁଣାଇଲେ ସାଲେପୁର ଅତିରିକ୍ତ ଜିଲ୍ଲା ଜଜ କୋର୍ଟ..

ଅଧିକ ଘୁଙ୍ଗୁଡି ମାରୁଥିଲେ ହୋଇପାରେ ଗଳା କର୍କଟ; ଜାଣନ୍ତୁ କେମିତି ଦୂର ହେବ ସମସ୍ୟା..

ସମ୍ବଲପୁର: ହୀରାକୁଦର ଆଉ ୧୨ଟି ଗେଟ୍ ବନ୍ଦ, ଏବେ ଦୁଇଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟା ଜଳ..

ହୀରାକୁଦକୁ ଜଳ ପ୍ରବେଶ କମୁଥିବାରୁ ବନ୍ଦ କରାଗଲା ଗେଟ୍..

ବର୍ଷାରେ ବେହାଲ ଉତ୍ତର ଭାରତ, ଭାସୁଛି ଗୁଜରାଟ, ମହାରାଷ୍ଟ୍ର ଓ ରାଜସ୍ଥାନ, ୩ ରାଜ୍ୟକୁ ହାଇ ଆଲର୍ଟ..

ରାଜ୍ୟରେ ଖୁବ୍‌ଶୀଘ୍ର ଆରମ୍ଭ ହେବ ସିଏମ୍ କିଷାନ ଯୋଜନା..

ସେପ୍ଟେମ୍ବରରେ ଗ୍ରହଙ୍କ ମହାଚଳନ ; ଏହି ରାଶିଙ୍କ ବନ୍ଦ ଭାଗ୍ୟର ତାଲା ଖୋଲିବ, ହେବ ଧନବର୍ଷା..

ବିଧାନସଭାରେ କୃଷି ମନ୍ତ୍ରୀ କେଭି ସିଂହଦେଓଙ୍କ ସୂଚନା..

ଅନୁଗୁଳ: ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକଙ୍କ ମୃତ୍ୟୁ..

କିଶୋରନଗର ଥାନା ଧଉରାପାଲି ଗାଁରେ ଅଭାବନୀୟ ଘଟଣା..

 

Hot this week

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

Related Articles

Popular Categories