www.samajalive.in
Sunday, December 7, 2025
26.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ବନକଲାଗି ବିବାଦ: ବାହାରିଲାନି ନିଷ୍କର୍ସ, ୧ରେ ନିଷ୍ପତ୍ତି …

ଶ୍ରୀଜଗନ୍ନାଥ ମନ୍ଦିର ନୀତି ସବ୍‌ କମିଟି ବୈଠକରେ ତୁଟି ପାରିଲାନି ଶ୍ରୀଜୀଉଙ୍କ ଶ୍ରୀମୁଖ ସିଂହାର ତଥା ବନକଲାଗି ବିବାଦ..

- Advertisement -

ଭୁବନେଶ୍ୱର : ବର୍ଷା ପାଇଁ ୧୭ ଜିଲାକୁ ସତର୍କ ସୂଚନା ଜାରି..

ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା..

ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୩ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି..

କୋରାପୁଟ : ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ମହିଳା ଏଏସଆଇ..

ଦଶମନ୍ତପୁର ଥାନାର ମହିଳା ଦୀପିକା ହୀରା ଧରାପଡିଲେ..

୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ..

ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ଗୁମୁଟ ଦାନବାକ୍ସରୁ ଚୋରି..

ନୟାଗଡ : ଭିଜିଲାନ୍ସ ଜାଲରେ ଗଣିଆ ଅତିରିକ୍ତ ତହସିଲଦାର.. ୩ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ..

ଆଠଗଡ: ଖୁଣ୍ଟୁଣୀ ଥାନା ଡାଳୁଆ ଜଙ୍ଗଲରେ ଚଢାଉ ବେଳେ ଅବକାରୀ କର୍ମଚାରୀଙ୍କୁ ମଦ ମାଫିଆଙ୍କ ଆକ୍ରମଣ..

ଅଙ୍ଗନବାଡିରେ ପଶିଲା ଶିଆଳ.. ୩ ଶିଶୁ ସମେତ ୧୦ ଆହତ..

 

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories