www.samajalive.in
Saturday, December 6, 2025
26.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ବର୍ଷିୟାନ ଅଭିନେତ୍ରୀ ୱାହିଦା ରେହମାନ ପାଇବେ ଫାଲ୍‌‌କେ ପୁରସ୍କାର..

ସମ୍ମାନଜନକ ଦାଦା ସାହେବ ଫାଲ୍‌‌କେ ପୁରସ୍କାର ଘୋଷଣା..

- Advertisement -

ଏସୀୟ କ୍ରୀଡା : ଅଶ୍ୱ ଚାଳନାରେ ଭାରତକୁ ସ୍ୱର୍ଣ୍ଣ..

ରତ୍ନଭଣ୍ଡାର ; ଶୁଣାଣି ଶେଷ.. ରାୟ ସଂରକ୍ଷିତ ରଖିଲେ କୋର୍ଟ..

ଆସନ୍ତା ୨୮ ତାରିଖକୁ ଛୁଟି ଘୋଷଣା କଲେ ସରକାର..

ପୂର୍ବରୁ ଘୋଷଣା ହୋଇଥିବା ୨୯ ପରିବର୍ତ୍ତେ ୨୮ରେ ଛୁଟି..

ପ୍ରଫେଟ ମହମ୍ମଦଙ୍କ ଜୟନ୍ତୀ ପାଇଁ ସରକାରୀ ଛୁଟି ଘୋଷଣା..

ହୀରାକୁଦ ଡ୍ୟାମର ୪ଟି ଗେଟ୍‌‌ ବନ୍ଦ..

୧୦ ଗେଟ୍‌‌ ଦେଇ ହୀରାକୁଦରୁ ଚାଲିଛି ଜଳ ନିଷ୍କାସନ..

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ଓଡ଼ିଶାରେ ୨୯ରୁ ବଢ଼ିବ ବର୍ଷା..

ରାଉରକେଲାରେ ଇଂରାଜୀ ମାଧ୍ୟମ ଛାତ୍ରଙ୍କୁ ବିଭତ୍ସ ହତ୍ୟା..

ଗଜପତି : ଗୁଣିଗାରେଡି ସନ୍ଦେହରେ ଦମ୍ପତିଙ୍କୁ ହତ୍ୟା..

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories