www.samajalive.in
Sunday, December 7, 2025
26.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଏଣିକି ଅଫିସ୍‌‌ ବିଳମ୍ବରେ ଆସିଲେ କଟିବ ଦରମା..

ବିଏମସି କର୍ମଚାରୀ କାର୍ଯ୍ୟାଳୟକୁ ବିଳମ୍ବରେ ଆସିଲେ କଟିବ ଦରମା..

- Advertisement -

ଦରମା କାଟିବାକୁ ବିଏମସି କମିଶନର ନିର୍ଦ୍ଦେଶ ଦେଇଛନ୍ତି..

ଅରୁଣ ଷଡଙ୍ଗୀଙ୍କୁ ପୁଲିସ ମହାନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ..

୧୯୯୦ ବ୍ୟାଚ୍‌‌ର ଆଇପିଏସ ଅଫିସର ହେଲେ ଅରୁଣ ଷଡଙ୍ଗୀ..

ନବନିର୍ମିତ ମହର୍ଷି ବାଲ୍ମିକୀ ଅନ୍ତର୍ଜାତୀୟ ବିମାନ ବନ୍ଦର ଉଦ୍‌‌ଘାଟନ କଲେ ପ୍ରଧାନମନ୍ତ୍ରୀ..

ଓଡ଼ିଆ ପୁଅ ହେଲେ ରାଜସ୍ଥାନ ପୁଲିସ ମହାନିର୍ଦ୍ଦେଶକ..

ଉମେଶ ମିଶ୍ରଙ୍କ ସ୍ବେଚ୍ଛାକୃତ ଅବସର ପରେ ଆଇପିଏସ୍ ଉତ୍କଳ ରଂଜନ ସାହୁଙ୍କୁ ରାଜସ୍ଥାନର ପୁଲିସ ମହାନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି..

କୁହୁଡି କଷ୍ଟ ; ୮୦ ବିମାନ ଉଡାଣରେ ବିଳମ୍ବ.. କୁହୁଡିରେ ଦିଶୁନି ରାସ୍ତାଘାଟ..

ଅଯୋଧ୍ୟା ଧ୍ୟାମ ଷ୍ଟେସନରୁ ଗଡ଼ିଲା ଅମୃତ ଭାରତ ଓ ବନ୍ଦେ ଭାରତ ଟ୍ରେନ, ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ..

କାଳିଆ ଛାତ୍ରବୃତ୍ତିକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ..

ଆଜି ବସିବ ରାଜ୍ୟ କ୍ୟାବିନେଟ.. ବର୍ଷ ଶେଷରେ ହୋଇପାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି..

କାନାଡା ଗ୍ୟାଙ୍ଗଷ୍ଟର ଲଖବୀର ସିଂ ଲାଣ୍ଡାକୁ ଆତଙ୍କବାଦୀ ଘୋଷଣା କଲେ ଭାରତ ସରକାର..

ପୁରୀ ପରିକ୍ରମା ପ୍ରକଳ୍ପ କାର୍ୟ୍ୟର ଅଗ୍ରଗତି ସମୀକ୍ଷା କଲେ ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ..

ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ନୂଆ ନିର୍ଦ୍ଦେଶକ ଭାବେ ଯୋଗ ଦେଲେ ମନୋରମା ମହାନ୍ତି..

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories