www.samajalive.in
Saturday, December 6, 2025
14.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଭୁବନେଶ୍ୱର : ଆଜି କାର୍ତ୍ତିକ ମାସର ପ୍ରଥମ ସୋମବାର..

ବିିଭିନ୍ନ ଦେବାଳୟରେ ଶ୍ରଦ୍ଧାଳୁଙ୍କ ଭିଡ..

- Advertisement -

ପୁରୀ : ଶ୍ରୀକ୍ଷେତ୍ରରେ ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ..

ଶ୍ରୀଜୀଉଙ୍କୁ କଲେ ଦର୍ଶନ..

ଭୁବନେଶ୍ୱର : ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ୨୦୨୩..

ମୋ ସରକାର ଜରିଆରେ ଲୋକଙ୍କୁ ସଶକ୍ତ କରିବା ଆମର ଲକ୍ଷ୍ୟ – ମୁଖ୍ୟମନ୍ତ୍ରୀ

ରାଉରକେଲା ଓ ବାଲେଶ୍ୱରର ଭିଜିଲାନ୍ସ ଅଫିସ୍‌‌ ଲୋକାର୍ପଣ କଲେ..

ସାରା ଦେଶରେ ଓଡିଶା ଭିଜିଲାନ୍ସ ୧ ନମ୍ବର ସ୍ଥାନରେ ରହିଛି..

ଆନ୍ଧ୍ର ପ୍ରଦେଶ ବିଜୟନଗରମ୍‌ରେ ବଡ଼ ଧରଣର ରେଳ ଦୁର୍ଘଟଣା..

ଆଲମଣ୍ଡା ଷ୍ଟେସନ ନିକଟରେ ବିଶାଖାପାଟଣା-ପଲାସା ପାସେଞ୍ଜର ଟ୍ରେନ୍‌କୁ ବିଶାଖାପାଟଣା- ରାୟଗଡା ପାସେଞ୍ଜର ଟ୍ରେନ୍ ଧକ୍କା..

ଭୟଙ୍କର ରେଳ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୩..

ଚକ ଫାଟି ଭାରସାମ୍ୟ ହରାଇ ବିଲକୁ ପଶିଗଲା ବସ୍‌‌..

ଡୁଙ୍ଗୁରିପାଲି ଥାନା କୁଶାମାଲ ଗାଁ ନିକଟରେ ଦୁର୍ଘଟଣା.. ୧୪ ଆହତ..

ଆହତଙ୍କ ମଧ୍ୟରେ ୩ ଗୁରୁତର.. ବରଗଡରୁ ନବରଙ୍ଗପୁର ଯାଉଥିବା ବେଳେ ଦୁର୍ଘଟଣା..

ନବରଙ୍ଗପୁର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଚୋରି..

ନିର୍ବାଚନ ଉପବିଭାଗ ଓ ଡେପୁଟି କଲେକ୍ଟରଙ୍କ କକ୍ଷରୁ ଚୋରି ହୋଇଥିବା ଅଭିଯୋଗ..

କମ୍ପ୍ୟୁଟର ଓ ପ୍ରିଣ୍ଟର ଚୋରି ହୋଇଥିବା ନେଇ ଥାନରେ ଏତଲା ..

ପୂର୍ବତନ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ସୁପ୍ରିମ ଝଟକା..

ସିସୋଦିଆଙ୍କ ଜାମିନ୍‌‌ ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ..

ଦିଲ୍ଲୀ ଅବକାରୀ ସ୍କାମ ମାମଲାରେ ଜାମିନ୍‌‌ ଆବେଦନ ଖାରଜ..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories