www.samajalive.in
Saturday, December 6, 2025
19.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ପ୍ରକାଶ ପାଇଲା ଓଏଏସ୍ ପରୀକ୍ଷା ଫଳ : ସୁଦେବ କୁମାର ପୃଷ୍ଟି ଟପ୍ପର..

କଲ୍ୟାଣସିଂହପୁର କଲଭର୍ଟ ଭୁଶୁଡିବା ଘଟଣା .. ମୁଖ୍ୟମନ୍ତ୍ରୀଙ୍କ ଶୋକ..

- Advertisement -

ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଚାରି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ଘୋଷଣା ..

ରାଜଧାନୀରେ ଧରାପଡିଲେ ଲୁଟେରା ଗ୍ୟାଙ୍ଗ; ୩୫ ବାଇକ୍‌‌ ଜବତ..

ସିପିଆଇ ନେତା ତଥା ପୂର୍ବତନ ଛତ୍ରପୁର ବିଧାୟକ ନାରାୟଣ ରେଡ୍ଡୀଙ୍କୁ ଆଜୀବନ କାରାଦଣ୍ଡ..

୧୯୯୮ ମସିହା ପୁଲିସ ଆରଆଇ ହତ୍ୟା ମାମଲାରେ ରାୟ..

ନାରାୟଣଙ୍କ ସହ ମୋଟ୍‌ ୧୩ ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ..

ବିଜେଡି ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି ଓ ପତ୍ନୀ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ବିବାହ ବିଚ୍ଛେଦ ମାମଲା.. ବର୍ଷାଙ୍କୁ ଚୂଡ଼ାନ୍ତ ଜେରା..

Hot this week

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

Related Articles

Popular Categories