www.samajalive.in
Thursday, December 11, 2025
27.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଉତ୍ପାଦ ଶୁକ୍ଳ ବୃଦ୍ଧି ସତ୍ତେ୍ୱ ବଢିବନି ପେଟ୍ରୋଲ/ଡିଜେଲ ଦାମ୍‌, ଏନେଇ ପେଟ୍ରୋଲିୟମ୍‌ ମନ୍ତ୍ରାଳୟ ପକ୍ଷରୁ ସୂଚନା ଜାରି..

ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗର ମଧ୍ୟଭାଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ୮ ତାରିଖ ଯାଏଁ ଏହା ଉତ୍ତରପଶ୍ଚିମ ଦିଗରେ ଗତି କରିବ,୮ ରୁ ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କେତେକ ସ୍ଥାନରେ ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ଅନୁମାନ କରିଛି..

- Advertisement -

ଆଜିଠୁ ଅଲ ଇଣ୍ଡିଆ ପୁଲିସ୍‌ ହକି ଚାମ୍ପିୟନସିପ, ଉଦଘାଟନ କଲେ ପୁଲିସ୍‌ ଡିଜି ୱାଇ ବି ଖୁରାନିଆ..

ଆଜି ଓଡିଶା-ଝାଡଖଣ୍ଡ ସୀମାନ୍ତ ସରଣ୍ଡା ଜଙ୍ଗଲର ପଶ୍ଚିମ ସିଂହଭୂମି ଅଞ୍ଚଳରେ ଏସ୍‌ଟିଏଫ୍ ପକ୍ଷରୁ ମାଓ ଆଡ୍ଡାସ୍ଥଳୀରେ ଚଢାଉ କରାଯାଇ ବିପୁଳ ମାଓ ସାମଗ୍ରୀ ଜବତ..

ବାଇକରେ ବୋମା ନେଇ ଯିବାବେଳେ ଦୁର୍ଘଟଣା, ବିସ୍ଫୋରଣରେ ଜଣେ ମୃତ, ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ଶଢ଼େଇଗଡ଼ ଗ୍ରାମ ରାସ୍ତାରେ ଘଟିଛି ଅଘଟଣ..

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏପ୍ରିଲ ୨୨ ଓ ୨୩ ତାରିଖରେ ମିଳିବ ସୁଭଦ୍ରା ଟଙ୍କା..

ଚଳିତ ମାସରେ ପୁନର୍ଗଠନ ହେବ ସ୍ଵୟଂ ସହାୟକ ଗୋଷ୍ଠୀ : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା..

ଢେଙ୍କାନାଳ: ସମ୍ପତ୍ତି ପାଇଁ ସ୍ତ୍ରୀ, ପୁଅ ଓ ଶାଳୀକୁ ଗୁଳି କଲା ସ୍ୱାମୀ। ଗୁଳି କରିବା ପରେ କଟୁରୀରେ ଆକ୍ରମଣ। ଗୁରୁତର ଅବସ୍ଥାରେ ୩ଜଣଙ୍କୁ କଟକ ସ୍ଥାନାନ୍ତର..

ଗୋବିନ୍ଦପୁର ଫାଣ୍ଡି ତାଳବରକୋଟ ଗାଁରେ ଅଘଟଣ, ଆକ୍ରମଣରେ ବ୍ୟବହୃତ ଦେଶୀ ବନ୍ଧୁକ ଓ କଟୁରୀ ଜବତ, ଅଭିଯୁକ୍ତ ସ୍ୱାମୀ ଗିରଫ, ଗୋବିନ୍ଦପୁର ପୁଲିସର ତଦନ୍ତ..

ଏପ୍ରିଲ ୭ରେ ଏକାଠି ହେଲେ ବୁଧ-ଶନି : ବଦଳିଯିବ ଏହି ରାଶିଙ୍କ ଭାଗ୍ୟ, ଜାଣନ୍ତୁ କିଏ ହେବେ ମାଲାମାଲ୍‌, କାହାର ଦୂର ହେବ ରୋଗ,ଚିନ୍ତା..

Hot this week

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

Related Articles

Popular Categories