www.samajalive.in
Sunday, December 7, 2025
26.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ମେ’ ୧୫ ରୁ ୨୦ ତାରିଖ ମଧ୍ୟରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ, ଏପ୍ରିଲ ୨୮ରେ ଖାତା ଦେଖା ଶେଷ ହେବାକୁ ଥିବା ବେଳେ ଏପ୍ରିଲ ୩୦ ତାରିଖରେ ଖାତାଦେଖା ଶେଷ ହେବ..

ସୁଆର ମହାସୁଆର ପରେ ପୁଷ୍ପାଳକ ସେବକଙ୍କୁ ବାସନ୍ଦ ପାଇଁ ଚେତାବନୀ, ଦୀଘା ଜଗନ୍ନାଥ ମନ୍ଦିର ଆରତୀ, ପୂଜାରେ ଯୋଗଦେଲେ ବାସନ୍ଦ ପାଇଁ ଚେତାବନୀ ଦିଆଯାଇଛି, ନିଯୋଗ ବିରୋଧୀ କାର୍ଯ୍ୟ ଅଭିହିତ କରାଯାଇ ବାସନ୍ଦ କରାଯିବ, ଶ୍ରୀମନ୍ଦିର ପୁଷ୍ପାଳକ ନିଯୋଗ ସଂପାଦକଙ୍କ ଦସ୍ତଖତରେ ଏହି ନିର୍ଦ୍ଦେଶ ଜାରି..

ଆଉ ଅଳ୍ପ ଦିନ.. ଶନିଙ୍କ ଓଲଟା ଚଳନ ସହ ବୃହସ୍ପତି ଚଳନ; ଏହି ରାଶି କିଣିବେ ନୂଆ ଘର,ଭୂମି, ବଢିବ ଦରମା, ହେବେ ଧନୀ..

- Advertisement -

ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ, ଏପ୍ରିଲ ୨୯ରୁ ଜୁନ୍‌ ୨୭ ଯାଏଁ ରତ୍ନଭଣ୍ଡାର ମରାମତି କାମ ବନ୍ଦ ରହିବ,  ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଏଏସଆଇ ଓ ଶ୍ରୀମନ୍ଦିର ପ୍ରଶାସନ ମଧ୍ୟରେ ବୈଠକ ଅନୁଷ୍ଠିତ ହେବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୂଚନା ଦେଇଛନ୍ତି,ଏପ୍ରିଲ ୨୯ରୁ ଜୁନ୍‌ ୨୭ ତାରିଖ ପର୍ଯ୍ୟନ୍ତ ଅକ୍ଷୟ ତୃତୀୟା, ସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ଆଦି ମହାପ୍ରଭୁଙ୍କର ବିଭିନ୍ନ ନୀତି ସମ୍ପନ୍ନ ହେବ, ତେଣୁ ଏହି ସମୟରେ ମରାମତି କାମ ବନ୍ଦ ରହିବ..

ଦେଖନ୍ତୁ ଭିଡିଓ ; ଫ୍ରିଜ୍‌ରେ ଫଣା ଟେକି ବସିଥିଲା ନାଗସାପ, ତା’ପରେ

ଆଜିଠୁ ୪ ଦିନ କାଳବୈଶାଖୀ, ତାତି ଓ ଆର୍ଦ୍ରତା ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ.. କାଳବୈଶାଖୀ ପ୍ରଭାବରେ ଝଡ଼ବର୍ଷା ସମ୍ଭାବନା ଥିବାରୁ ପାଗରେ ପରିବର୍ତ୍ତନ ଆସିବା ସହିତ ଗରମ ଏବଂ ଗୁଳୁଗୁଳିରୁ ଆଶ୍ବସ୍ତି ମିଳିପାରେ, ଆସନ୍ତା ୨୪ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା, ବୌଦ୍ଧ, ସମ୍ବଲପୁର ଏବଂ ବଲାଙ୍ଗିର ଜିଲାକୁ ଗ୍ରୀଷ୍ମ ଲହରୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି..

ପହଲଗାମ୍ ହମ୍‌ଲା ପରେ ଭାରତର ଆକ୍ସନ ନେଇ ଛାନିଆ ହେଲା ପାକିସ୍ତାନ, ନୀରପେକ୍ଷ ତଦନ୍ତ ପାଇଁ ପ୍ରସ୍ତାବ ଦେଇଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ୍ ସରିଫ୍..

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories