www.samajalive.in
Wednesday, December 10, 2025
26.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଜଳୁଛି ସାରା ଓଡିଶା : ଆହୁରି ୪ ଦିନ ନାହିଁ ନିସ୍ତାର, ରାଜ୍ୟରେ ଜାରି ରହିଛି ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି, ପଶ୍ଚିମ ଓଡିଶାରେ ୪୦ ଡିଗ୍ରୀ ଉପରେ ରହିବ ତାପମାତ୍ରା, ଉପକୂଳ ଓଡିଶାରେ କାଳବୈଶାଖୀ ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ..

ଦୁର୍ନୀତି ନେଇ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡା ତାଗିଦ୍‌, ଦୁର୍ନୀତି ପ୍ରତି ଶୂନ୍ୟ ସହନଶୀଳତା କହିଲେ ମୁଖ୍ୟମନ୍ତ୍ରୀ,ଭିଜିଲାନ୍ସକୁ ଖୋଲା ଛଡାଯାଇଛି, ସଜାଗ ହୁଅନ୍ତୁ..

- Advertisement -

ଭୁବନେଶ୍ୱର : ଖଣ୍ଡଗିରି ଥାନା ଜାଗମରାସ୍ଥିତ ଏକ ଓୟୋ ହୋଟେଲ ଛାତରୁ ପଡ଼ି ଯୁବତୀଙ୍କ ମୃତ୍ୟୁ ଘଟଣା, ପୁରୁଷ ବନ୍ଧୁ ଅଟକ..

ଜାମ୍ମୁ-କାଶ୍ମୀରର ଶ୍ରୀନଗରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ
ଅପରେସନ ସିନ୍ଦୂରରେ ସାମିଲ ଯବାନଙ୍କୁ ଭେଟିଲେ, ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ..

ସୋର: ବିଷାକ୍ତ ଖାଦ୍ୟ ଖାଇ ୨୦ ତୀର୍ଥ ଯାତ୍ରୀ ଅସୁସ୍ଥ, ମେଡିକାଲରେ ଭର୍ତ୍ତି, କର୍ଣ୍ଣାଟକ ବେଙ୍ଗଲୁରୁ ସହରରୁ ପ୍ରାୟ ୫୦ ଜଣ ତୀର୍ଥଯାତ୍ରୀ ଏକ ବସ୍‌ ରେ ଗତ ୨୬ ତାରିଖରେ ବିଭିନ୍ନ ତୀର୍ଥ ସ୍ଥାନ ଭ୍ରମଣ ପାଇଁ ବାହାରିଥିଲେ ଗତକାଲି ସୋର ନିକଟରେ ପହଞ୍ଚିଥିଲେ, ସେଠାରେ ସମସ୍ତ ତୀର୍ଥ ଯାତ୍ରୀଙ୍କ ପାଇଁ ରୋଷେଇ କରାଯାଇଥିଲା, ଖାଇବାର କିଛି ସମୟ ପରେ ୨୦ ରୁ ଅଧିକ ଲୋକ ହଠାତ୍ ଅସୁସ୍ଥ ଅନୁଭବ କରିଥିଲେ..

ଆଉ ୩ ଦିନ.. ରାହୁ-କେତୁଙ୍କ ମହାଚଳନ; ଜାଣନ୍ତୁ ସମସ୍ତ ରାଶି ଉପରେ ପଡିବ କି ପ୍ରଭାବ..

ସାମାଜିକ ଓ ଆର୍ଥିକ ଅନଗ୍ରସର ପାଇଁ ସଂରକ୍ଷଣ ପ୍ରସଙ୍ଗ: କାଲିର କ୍ୟାବିନେଟ୍ ନିଷ୍ପତ୍ତି ନେଇ ଥିବା ଦ୍ଵନ୍ଦ୍ଵ ଦୂର କଲେ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ..

୪ଟି ଘରୋଇ ଉପାୟରେ ଚୁଟ୍‌କିରେ ହେବେ ପତଳା, କିଛି ଦିନରେ ଦୂର ହେବ ମୋଟାପଣ

ଜାତିଭିତ୍ତିକ ସଂରକ୍ଷଣ ୫୦ ପ୍ରତିଶତ ଟପିବନି ସୁପ୍ରିମକୋର୍ଟଙ୍କ ନିର୍ଦେଶ ରହିଛି , ଏଥିପାଇଁ ଏସିବିସି ବର୍ଗଙ୍କ ନାମଲେଖା ନେଇ ୧୧.୨୫ ପ୍ରତିଶତ ସଂରକ୍ଷଣ କଲୁ..

ଭିଜିଲାନ୍ସ ଜାଲରେ ଯାଜପୁର ଧର୍ମଶାଳାର ଏବିଡ଼ିଓ ଅସିତ ପାତ୍ର
ଅସିତଙ୍କ ଅଫିସ ସମେତ ୭ଟି ସ୍ଥାନରେ ଚଢାଉ
ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍‍ ଚଢାଉ କରିଛି

ବଡ ଖବର ; କମିଲା ସୁନା ଦାମ୍‌, ୭ ହଜାର ହେଲା ଶସ୍ତା!

ଦେଖନ୍ତୁ ଛାତିଥରା ଭିଡିଓ ; ମାଆ ସହ ଯିବା ବେଳେ ଶିଶୁକୁ ଆକ୍ରମଣ କଲା ଷଣ୍ଢ, ଆଉ ତା’ପରେ..

Hot this week

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

Related Articles

Popular Categories