www.samajalive.in
Thursday, December 11, 2025
14.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

୪ ରାଜ୍ୟରେ ନୂଆ ବିଜେପି ସଭାପତି ନିଯୁକ୍ତ ..

ଜି. କିଶନ ରେଡ୍ଡୀ ତେଲେଙ୍ଗାନା , ସୁନୀଲ ଜାଖଲ ପଞ୍ଜାବ , ଡି. ପୁରନ୍ଦେଶ୍ବରୀ ହେଲେ ଆନ୍ଧ୍ରପ୍ରଦେଶ ଓ ବାବୁଲାଲ ମାର୍ଣ୍ଣିଙ୍କୁ ଝାଡଖଣ୍ଡ ବିଜେପି ସଭାପତି ଭାବେ ନିଯୁକ୍ତ କରାଯାଇଥିବା ସୂଚନା…

- Advertisement -

ପୁଣି ବ୍ୟବସାୟିକ ଗ୍ୟାସ ସିଲିଣ୍ଡର ଦର ବୃଦ୍ଧି..

ବାହାନଗା ରେଳ ଦୁର୍ଘଟଣା ଘଟଣା..

ଷ୍ଟେସନ ମାଷ୍ଟରଙ୍କ ଅବହେଳା ଘଟାଇଲା ଦୁର୍ଘଟଣା..

ସିଗନାଲ୍ ଓ ଟେଲିକମ୍‌ ଡିପାର୍ଟମେଣ୍ଟର ଏକାଧିକ ତ୍ରୁଟି ଯୋଗୁଁ ଏହି ଦୁର୍ଘଟଣା ଘଟିଛି..

ରେଲୱେ ସୁରକ୍ଷା କମିଶନର (ସିଆର୍‌ଏସ୍‌) ରେଳବୋର୍ଡ ନିକଟରେ ଦାଖଲ କରିଥିବା ରିପୋର୍ଟରୁ ପ୍ରକାଶ…

ଝାନସୀରେ ଅଗ୍ନିକାଣ୍ଡ : ୪ ମୃତ..

ଉତ୍ତରପ୍ରଦେଶ ଝାନସୀରେ ଏକ ଶୋ’ ରୁମ୍‌ରେ ନିଆଁ ଲାଗିଥିବା ସୂଚନା…

ଏସ୍‌ସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା .. ବିଦ୍ୟାଭାରତୀଙ୍କୁ ସାମୟିକ ଆଶ୍ବସ୍ତି..

ଏନ୍‌ବିଡବ୍ଲ୍ୟୁ କାର୍ଯ୍ୟକାରୀ ନ କରିବାକୁ ହାଇକୋର୍ଟଙ୍କ ନିର୍ଦେଶ..

ଆସନ୍ତା ୨୭ ତାରିଖରେ ପରବର୍ତ୍ତୀ ତାରିଖ ପାଇଁ ଧାର୍ଯ୍ୟ..

 

Hot this week

ରାଉରକେଲା ସବୁଠୁ ଥଣ୍ଡା ସହର

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଛି।...

ସମ୍ପାଦକୀୟ : ବିଯୋଗ ଅଧିକାର

ଶାନ୍ତି ଛଡ଼ାଇ ନ ନେଉ କର୍ପୋରେଟ ଜଗତ ଭାରତୀୟ ସଂସଦରେ ଏକ ଗୁରୁତ୍ୱପୂର୍ଣ୍ଣ...

ସମ୍ପାଦକୀୟ : ମାଲକାନଗିରି ହିଂସା

ଭୂମିପୁତ୍ରଙ୍କ ଦୁଃଖ ଦୂରହେଉ ମାଲକାନଗିରି ଜିଲାର ଏମ୍‌ଭି -୨୬ ଗାଁରେ ଘଟିଥିବା ହିଂସାକାଣ୍ଡ...

ଆଜିର : ରାଶିଫଳ,ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ

ମେଷ : କୁତ୍ସିତ ସଙ୍ଗ ପରିତ୍ୟାଗ କରି ସତ୍‌ସଙ୍ଗୀ ହେବାକୁ ଉଦ୍ୟମ...

ବହୁତ ଶସ୍ତାରେ ବୁଲନ୍ତୁ ୪ଟି ସୁନ୍ଦର ସ୍ଥାନ; ମାତ୍ର ୨୦ହଜାରରେ ୪ଦିନ ବୁଲି ଆସନ୍ତୁ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷରେ କୁଆଡେ ବୁଲିବାକୁ ଯୋଜନା କରୁଛନ୍ତି...

Related Articles

Popular Categories