www.samajalive.in
Sunday, December 7, 2025
14.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ରାଜ୍ୟରେ ବିପର୍ଯ୍ୟୟ ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ..

ବିପର୍ଯ୍ୟୟ ପରିଚାଳନା ବୈଠକ ପରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା..

- Advertisement -

ନୂଆ ସରକାର ଗଠନର ୩ ସପ୍ତାହ ପରେ ଆଜିଠାରୁ ଲୋକସେବା ଭବନ (ସଚିବାଳୟ)ରୁ କାର୍ଯ୍ୟ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ..

ମନ୍ତ୍ରିିମଣ୍ଡଳ ଶପଥ ନେବା ପରଠାରୁ ରାଜ୍ୟ ଅତିଥି ଭବନରୁ କାର୍ଯ୍ୟ କରୁଥିଲେ ମୁଖ୍ୟମନ୍ତ୍ରୀ..

ଖୁସି ଖବର ; ଜୁଲାଇରୁ ଶସ୍ତା ହୋଇପାରେ ଏସବୁ ଜରୁରୀ ଔଷଧର ଦାମ୍..

ସୁସ୍ଥ ହୋଇଛନ୍ତି ମହାପ୍ରଭୁ..

ଆଜି ଅଣସରର ତ୍ରୟୋଦଶୀ ତିଥିରେ ହେବ ଘଣା ଓ ଖଳି ପ୍ରସାଦ ଲାଗି..

ଶୁଦ୍ଧ ସୁଆରଙ୍କ ଦ୍ବାରା ପ୍ରସ୍ତୁତ ଦିବ୍ୟ ପ୍ରଲେପକୁ ଶ୍ରୀଅଙ୍ଗରେ ଲାଗି କରିବେ ଦଇତାପତି ସେବକ..

ଅନୁଗୁଳ ରାଧାରମଣପଡାଠାରେ ଏକ ଘରୋଇ କଲେଜ ବସରେ ଲାଗିଲା ନିଆଁ..

ସର୍ଟସର୍କିଟ ଯୋଗୁଁ ନିଆଁ ଲାଗିଥିବା ସୂଚନା, ନିଆଁକୁ ଆୟତ୍ତ କଲେ ଅଗ୍ନିଶମ କର୍ମଚାରୀ..

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ରୋହିତ ବାହିନୀ..

ପୂର୍ବାହ୍ନ ୧୧ଟାରେ ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ଯାଇ ସାକ୍ଷାତ କଲେ ଟିମ୍ ଇଣ୍ଡିଆ ଅଧିନାୟକ ରୋହିତ ଶର୍ମା ଏବଂ ଅନ୍ୟ ଖେଳାଳି..

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories