ଅପରାହ୍ଣ ୪ଟା ମୁଖ୍ୟ ଖବର

ପଞ୍ଚଭୂତରେ ବିଲୀନ ହୋଇଛି ପୂର୍ବତନ ପ୍ରଧାନମନ୍ତ୍ରୀ, ବିଶିଷ୍ଟ ଅର୍ଥଶାସ୍ତ୍ରୀ, ଭାରତୀୟ ଅର୍ଥନୀତିର ଅନ୍ୟତମ ବିନ୍ଧାଣୀ ଡ. ମନମୋହନ ସିଂହଙ୍କ ପାର୍ଥିବ ଶରୀର..

ଚଳିତ ମାସ ୩୦ ତାରିଖ ସୁଦ୍ଧା ଫସଲ କ୍ଷତି ଆକଳନ କରାଯିବ, ଲୋକ ସେବା ଭବନରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଫସଲ କ୍ଷୟକ୍ଷତି ସମ୍ପର୍କରେ ସମୀକ୍ଷା କରିଛନ୍ତି, ଡିବିଟି ଜରିଆରେ ଚାଷୀଙ୍କୁ ଫସଲ କ୍ଷତିପୂରଣ ପ୍ରଦାନ କରାଯିବ ବୋଲି କହିଛନ୍ତି..

ମୋହନାରେ ମୃଦୁ ଭୂମିକମ୍ପ ଅନୁଭୂତ, ଅପରାହ୍ଣ ୧ଟା୧ରେ ମୋହନା ଏହାର ଆଖପାଖ ଅଞ୍ଚଳ ଅଡବା, ଚାନ୍ଦିପୁଟ, ଲୁହାଗୁଡି ଓ ତପ୍ତପାଣି ଅଞ୍ଚଳରେ ମଧ୍ୟ ଭୂକମ୍ପ ଝଟକା ଅନୁଭୂତ ହୋଇଛି..

କେମିତି କଟିବ ନୂଆବର୍ଷ ୨୦୨୫.. ମେଷ ଠାରୁ ମୀନ: ଜାଣନ୍ତୁ କିଏ ହେବେ ମାଲାମାଲ୍‌, କାହାର ହେବ ନୂଆ ଚାକିରି, ବିବାହ, ନୂଆଘର, ସୁନା ଭଳି ଚମକିବ ଭାଗ୍ୟ..

୩ ହାର୍ଡକୋର ମହିଳା ମାଓବାଦୀ ଗିରଫ; ଥିଲା ୮ ଲକ୍ଷର ପୁରସ୍କାର..

ସୂଚନା ଦେଇଛନ୍ତି ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ନୀତି ଶେଖର..

ଭୁବନେଶ୍ଵର: ପଶ୍ଚିମାଝଡ଼ ପ୍ରଭାବରେ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା, ୬ ଜିଲାରେ ବର୍ଷା ହେବା ନେଇ ଆକଳନ କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର..

Comments are closed.