www.samajalive.in
Wednesday, December 10, 2025
26.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଆଜି ୪ ଘଣ୍ଟା ଜଗା ଦର୍ଶନରୁ ବଞ୍ଚିତ ରହିବେ ଭକ୍ତ, ବନକଲାଗି ନୀତି ପାଇଁ ସନ୍ଧ୍ୟା ୭ଟାରୁ ରାତି ୧୧ଟା ଯାଏ ସାଧାରଣ ଦର୍ଶନ ବନ୍ଦ..

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ସ୍ପଷ୍ଟ ଚିହ୍ନିତ,ଆସନ୍ତା ୨୪ ଘଣ୍ଟାରେ ଘନୀଭୂତ ହୋଇ ଅବପାତର ରୂପ ନେବ, ଉତ୍ତର ଦିଗକୁ ଗତି କରି ଅବପାତର ରୂପ ନେବ..

- Advertisement -

ଖରିଫ୍‌ ଫସଲର ଏମଏସପି ବୃଦ୍ଧି କଲେ କେନ୍ଦ୍ର ସରକାର, ୨୦୨୫-୨୬ ବର୍ଷ ପାଇଁ ୧୪ଟି ଖରିଫ୍‌ ଫସଲର ଏମଏସପି ବଢିଲା.. ଅର୍ଥନୈତିକ ବ୍ୟାପାର କ୍ୟାବିନେଟ୍‌ କମିଟିର ଅନୁମୋଦନ..

ଚିନ୍ତା ବଢାଇଲା କରୋନା; ଓଡିଶାରେ ୫ ଆକ୍ରାନ୍ତ ଚିହ୍ନଟ..

୫୦୦ ବର୍ଷ ପରେ ଗ୍ରହଙ୍କ ମହାସଂଯୋଗ: ଏହି ୩ ରାଶିଙ୍କ ପାଇଁ ଆସିଗଲା ସବୁଠାରୁ ଶୁଭ ସମୟ, ଧନର ହେବ ବର୍ଷା, ହେବ ବିବାହ, କିଣିବେ ଘର,ଗାଡି..

ଓଡିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ, ନିର୍ଦ୍ଧାରିତ ସମୟ ପୂର୍ବରୁ ମୌସୁମୀ ବାୟୁ ଓଡିଶାରେ ପ୍ରବେଶ କରିଛି, ଦକ୍ଷିଣ ଓଡିଶାର କିଛି ସ୍ଥାନରେ ମୌସୁମୀ ବାୟୁ ଅଗ୍ରସର ହୋଇଛି। ଦକ୍ଷିଣ ଓଡିଶାରେ କିଛି ସ୍ଥାନରେ ବର୍ଷା ମଧ୍ୟ ହୋଇଛି। ୧୯୯୯ ମେ’୨୮ରେ ଓ ୨୦୦୯ରେ ମେ’ ୨୫ରେ ମୌସୁମୀ ଓଡିଶା ଛୁଇଁଥିଲା

୪ରାଜ୍ୟରେ ଆସନ୍ତାକାଲି ମକ୍‍ ଡ୍ରିଲ୍‍
ଗୁଜରାଟ, ପଞ୍ଜାବ, ରାଜସ୍ଥାନ, ଜମ୍ମୁ-କାଶ୍ମୀରରେ ହେବ ମକ୍‍ ଡ୍ରିଲ୍‍..

କୋରାପୁଟ : ମାଲବାହୀ ଟ୍ରେନ୍‌ର ୨୫ ୱାଗନ୍‌ ଲାଇନଚ୍ୟୁତ, ଆନ୍ଧ୍ର ଟାଇଡାରୁ ଚିମିଡିପାଲି ଭିତର ଟନେଲ୍‌ରେ ୱାଗନ୍‌ ଖସି ପଡିଛି, ମାଲବାହୀ ଟ୍ରେନ୍‌ଟି କୋରାପୁଟରୁ ବିଶାଖାପାଟଣା ଯାଉଥିଲା..

ଭିଜିଲାନ୍ସ ଜାଲରେ ଧରାପଡିଛନ୍ତି ଆରଆଇ, ୬୦ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ତାଙ୍କୁ ଧରିଛି, ଜମିବାଡି ବିବାଦର ବନ୍ଦୋବସ୍ତ ପାଇଁ ୬୦ହଜାର ଟଙ୍କା ଲାଞ୍ଚ ନେଉଥିଲେ ହିନ୍ଦୋଳ ତହସିଲ ଗଣ୍ଡାନାଳି ଡିଭିଜନର ଆରଆଇ ଶଶୀଭୂଷଣ ବେହେରା..

ଗ୍ରାହକଙ୍କ ପାଇଁ ଖୁସି ଖବର ; ଜିଓ / ବିଏସଏନଏଲ, ଜାଣନ୍ତୁ କାହାର ପ୍ଲାନ୍‌ ସବୁଠାରୁ ଶସ୍ତା, ଗୋଟିଏ ରିଚାର୍ଜରେ ପରିବାରର ୪ ଜଣ ପାଇବେ ସବୁ ସୁବିଧା..

ମନ୍ତ୍ରୀ, ଅଧିକାରୀଙ୍କ ମାସିକ ଗାଡ଼ି ଖର୍ଚ୍ଚ ବୃଦ୍ଧି କଲେ ରାଜ୍ୟ ସରକାର, ୫୦,୪୦୦ ଟଙ୍କା ହେଲା ମନ୍ତ୍ରୀଙ୍କ ଗାଡ଼ି ଖର୍ଚ୍ଚ
ଜିଲାପାଳ, ଏସ୍‌ପିଙ୍କ ଗାଡ଼ି ଖର୍ଚ୍ଚ ୪୪, ୪୦୦କୁ ବୃଦ୍ଧି..

ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ମାମଲା, ପୁଞ୍ଜିଲାଲ ମେହେର ଦୋଷୀ ସାବ୍ୟସ୍ତ
ଦୋଷୀ ସାବ୍ୟସ୍ତ କଲେ ପାଟଣାଗଡ ଏଡିଜେ କୋର୍ଟ..

ବହୁ ଚର୍ଚ୍ଚିତ ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ଘଟଣା
ପୁଞ୍ଜିଲାଲ ମେହେର ଦୋଷୀ ସାବ୍ୟସ୍ତ..

ଆଜୀବନ କାରାଦଣ୍ଡ ସହିତ ୫୦ହଜାର ଟଙ୍କା ଜୋରିମାନା
ସାଢେ ୭ବର୍ଷ ପରେ ଆସିଲା ଚୂଡାନ୍ତ ରାୟ..

ଭିଡିଓ ଦେଖିଲେ ଭୟ ଲାଗିବ; ଜନବସତିରେ ପଶି କୁକୁରକୁ ଟାଣି ନେଲା ବାଘ, ବଞ୍ଚିଗଲେ ସିକ୍ୟୁରିଟି ଗାର୍ଡ

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories