www.samajalive.in
Wednesday, December 10, 2025
14.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ପାଳନ ଅବସରରେ ସାମିଲ ହେବେ
ଜୁନ୍‍ ୧୧ କିମ୍ବା ୧୨ରେ ଓଡିଶା ଆସିବେ ମୋଦୀ..

ଭୁବନେଶ୍ବର ସ୍ଥିତ ଓୟୁଏଟି କୃଷି ଶିକ୍ଷା ସଦନଠାରେ ରାଜ୍ୟସ୍ତରୀୟ ବିଶ୍ୱ ପରିବେଶ ଦିବସ ଗୁରୁବାର ମହାସମାରୋହରେ ପାଳନ ହୋଇଯାଇଛି, ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି, ରାଜ୍ୟ ସରକାର ଗୋଟିଏ ବର୍ଷରେ ୭.୫ କୋଟି ବୃକ୍ଷ ରୋପଣ କରିବେ ବୋଲି ଘୋଷଣା କରିଛନ୍ତି..

ଆଉ ମାତ୍ର ୨୪ ଘଣ୍ଟାର ଅପେକ୍ଷା: ଅଦ୍ଭୁତ ତ୍ରିଗ୍ରହୀ ଯୋଗ, ଏହି ରାଶି ହଠାତ୍‌ ହେବେ ମାଲାମାଲ୍‌, ମିଳିବ ବଡ ସଫଳତା, କିଣିବେ ଘର, ଗାଡି..

- Advertisement -

ଚଳିତ ଜୁନ୍‌ରେ ସରିବ ରାସନ୍‌ କାର୍ଡ ପାଇଁ ଇ-କେୱାଇସି ଯାଞ୍ଚ, ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା,ମନ୍ତ୍ରୀ କହିଛନ୍ତି, ଏବେ ସୁଦ୍ଧା ୨୦ ଲକ୍ଷ ଇ- କେୱାଇସି କରି ନାହାନ୍ତି, ପ୍ରାୟ ୯୫ ପ୍ରତିଶତ ଲୋକ ଇ-କେୱାଇସି କରି ସାରିଛନ୍ତି, ଜୁନ୍‌ରେ ଅବଧି ସରିବା ପରେ ଅଯୋଗ୍ୟ ବାଦ୍‌ ପଡିବେ..

୪୭ କୋଟି ଗ୍ରାହକଙ୍କୁ ଖୁସି କଲା ଜିଓ; ମାତ୍ର ୫୧ ଟଙ୍କାରେ ଏକ ମାସ ପର୍ଯ୍ୟନ୍ତ ମିଳିବ ଅସୀମିତ ଡାଟା

ପୁରୀ : ସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ନେଇ ସୁରକ୍ଷା ବୈଠକ, ପୁରୀ ଜଗିବେ ୭୦ ପ୍ଲାଟୁନ୍‌ ଫୋର୍ସ, ରଥଯାତ୍ରା ପୂର୍ବରୁ ଆଗାମୀ ୧୧ ତାରିଖରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରା ଅନୁଷ୍ଠିତ ହେବ, କେନ୍ଦ୍ରାଞ୍ଚଳ ପୁଲିସ ଆଇ ଜି ପ୍ରବୀଣ କୁମାର ଗୁରୁବାର ପୁରୀରେ ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ପୁଲିସ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି..

ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ, ୬ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ସେକ୍ସନ ଅଫିସର୍‍ ମନୋଜ ମହାନ୍ତି..

ଦେଖନ୍ତୁ ଭୟଭୀତ କରିବ ଭିଡିଓ ; ଘର ସଫା କରୁଥିଲେ, ଡବା ଭିତରୁ ମିଳିଲା ୧୦୦ ସାପ, ତା’ପରେ

 

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories