www.samajalive.in
Saturday, December 6, 2025
14.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଜଳୁଛି ରାଜଧାନୀ.. ଶୁକ୍ରବାର ଦିନ ସାଢେ ୨ଟା ସୁଦ୍ଧା ୪୪ ଡିଗ୍ରୀ ଛୁଇଁଥିବା ରେକର୍ଡ..

ଶନିବାର ଯାଏଁ ୧୪ ଜିଲାକୁ ହିଟ୍‌‌ ୱେଭ୍‌‌ ପାଇଁ ୱାର୍ଣ୍ଣିଂ ଜାରି କରାଯାଇଛି..

- Advertisement -

ଆସୁଛି ପ୍ରବଳ ବର୍ଷା..

ରାଜ୍ୟରେ ୭ ଓ ୮ ତାରିଖରେ ବିସ୍ତୃତ ବର୍ଷା ହେବାର ସମ୍ଭାବନା..

ଉତ୍ତମ ଓଡିଶାରେ ୭ ତାରିଖରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିଛି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା..

ଆଭ୍ୟନ୍ତରୀଣ ଓଡିଶାରେ କୁଆପଥର ବର୍ଷା ପାଇଁ ସତର୍କ ସୂଚନା ଜାରି..

ଆସୁଛି ପ୍ରବଳ ବର୍ଷା! ଏହି ତାରିଖରୁ ହେବ ଆରମ୍ଭ,ତାତିରୁ ମିଳିବ ମୁକ୍ତି..

ଖରାରେ କାର୍ୟ୍ୟରତ ଶ୍ରମିକଙ୍କ ପାଇଁ ନିଆଯିବ ପଦକ୍ଷେପ – ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗର ନିର୍ଦ୍ଦେଶନାମା..

ନିଜେ ଲୋକଙ୍କୁ ଫୋନ କରି ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ବିକାଶ ମୂଳକ କାର୍ୟ୍ୟର ତଦାରଖ କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ..

ମୟୁରଭଞ୍ଜରୁ କାମାକ୍ଷାନଗର ଆସିଥିଲେ ଗୋରୁ ବେପାରୀ.. ୧୫ ଲକ୍ଷ ଲୁଟିଲେ ଦୁର୍ବୃତ୍ତ..

୨୦୨୪ ନିର୍ବାଚନ ପାଇଁ କଂଗ୍ରେସ ଜାରି କରିଛି ନିର୍ବାଚନୀ ଇସ୍ତାହାର..

୫ନ୍ୟାୟ ଓ ୨୫ ଗ୍ୟାରେଣ୍ଟି ପ୍ରତିଶ୍ରୁତି..

ଜଳୁଛି ରାଜଧାନୀ ; ସର୍ବାଧିକ ତାପମାତ୍ରା ୪୪ ଡିଗ୍ରୀ ଛୁଇଁଲା ..

କଂଗ୍ରେସରୁ ଇସ୍ତଫା ଦେଲେ ବିଶ୍ୱଭୂଷଣ ଦାସ..

ଦୁଇ ଏସପି ଓ ଜଣେ ଡିସିପିଙ୍କୁ ଦାୟିତ୍ୱ ଅନୁମତି..

ଏନେଇ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଲେ ନିର୍ବାଚନ କମିସନ..

ରେପୋ ରେଟ୍ ଅପରିବର୍ତ୍ତିତ, ଦରବୃଦ୍ଧିକୁ ନଜରରେ ରଖି ନିଆଗଲା ନିଷ୍ପତ୍ତି..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories