www.samajalive.in
Saturday, December 6, 2025
14.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଆଜି ପହିଲି ରଜ, ଘରେ ଘରେ ପିଠା, ମିଠାର ଆସର, ଗାଁ ଠାରୁ ସହ ଉତ୍ସବ ମୁଖର

୨୦ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ
ବିଜୁ ପଟ୍ଟନାୟକ ବିମାନ ବନ୍ଦରଠାରୁ ଜନତା ମଇଦାନ ପର୍ଯ୍ୟନ୍ତ ରୋଡ଼ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି ବୋଲି ଦଳୀୟ ସୁତ୍ରରୁ ଜଣାପଡ଼ିଛି

- Advertisement -

ରତ୍ନଭଣ୍ଡାର ସଂରକ୍ଷଣ କାମ ଶୀଘ୍ର ସାରିବା ପାଇଁ ଶ୍ରୀମନ୍ଦିର ପ୍ରଶାସକଙ୍କ ଏଏସଆଇକୁ ଚିଠି, ଜୁନ୍‌ ୨୮ ରୁ ଜୁଲାଇ ୬ ମଧ୍ୟରେ କାମ ତ୍ୱରାନ୍ୱିତ ସହ ଶେଷ କରନ୍ତୁ, ରତ୍ୱଭଣ୍ଡାରର ଗୁରୁତ୍ୱ ଦୃଷ୍ଟିରୁ ଅଗ୍ରାଧିକାର ଭିତ୍ତିରେ ହାତକୁ ନିଅନ୍ତୁ, ରଥଯାତ୍ରା ବେଳେ ଗର୍ଭଗୃହ, ଅନ୍ୟାନ୍ୟ ସଂରକ୍ଷଣ କାର୍ଯ୍ୟ ତଦାରଖ ହେଉ, ଉପନିର୍ଦ୍ଦେଶକ କିମ୍ବା ନିର୍ଦ୍ଦେଶକ ପଦବୀ ଅଧିକାରୀଙ୍କ ଦ୍ୱାରା ତଦାରଖ ହେଉ ବୋଲି ସେ କହିଛନ୍ତି..

ଜୁନ୍‌ ୨୬ରେ ମହାସଂଯୋଗ ; ଏମାନଙ୍କ ପାଇଁ ବରଦାନରୁ ହେବନି କମ୍‌, ହେବେ ଧନୀ, ହେବ ବିବାହ, ମିଳିବ ସଫଳତା

ପ୍ରକାଶ ପାଇଲା ନିଟ୍‍-ୟୁଜି ୨୦୨୫ ପରୀକ୍ଷା ଫଳ
ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ରେଜଲ୍ଟ ପ୍ରକାଶ
ସ୍ନେହାଶିଷ ଦାଶ ଓଡ଼ିଶା ଟପ୍ପର
ସର୍ବଭାରତୀୟ ରାଙ୍କରେ ୬୦ତମ ସ୍ଥାନରେ ସ୍ନେହାଶିଷ

ଯାଜପୁର : ଯାଜପୁର ଜିଲ୍ଲାରେ ରଜପର୍ବ ବେଳେ ଭୋଜି ମନା , ରଜପର୍ବରେ ସାମୁହିକ ସମାବେଶ ବେଳେ ଭୋଜି ବାରଣ,ଜିଲ୍ଲାରେ କଲେରା ଚିହ୍ନଟ ଯୋଗୁଁ ଜିଲ୍ଲା ପ୍ରଶାସନର ପରାମର୍ଶ, ଘର ରନ୍ଧା ଖାଦ୍ୟ, ଫୁଟା ଓ ଫିଲ୍ଟର ପାଣି ପିଇବାକୁ ପରାମର୍ଶ..

ଅହମ୍ମଦାବାଦ ବିମାନ ଦୁର୍ଘଟଣା ; ‘ତୁମେ ଚାଲ, ମୁଁ ଆସୁଛି’ ଏହା ଥିଲା ଡାକ୍ତରୀ ଛାତ୍ରଙ୍କ ଶେଷ ଶବ୍ଦ..

ଦେଖନ୍ତୁ ଭିଡିଓ; ଶିକାରୀ ହେଲା ଶିକାର, ସାପ-ଚିଲ ଲଢେଇ, ଜିତିଲା କିଏ?

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories