www.samajalive.in
Saturday, December 6, 2025
19.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ପିଏମ କିଷାନ ସମ୍ମାନ ନିଧି କାର୍ଯ୍ୟକ୍ରମରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ରାଜ୍ୟର ଚାଷୀ ଭାଇ ଭଉଣୀ ମାନଙ୍କୁ ପି.ଏମ୍ କିଷାନ ସହାୟତା ରାଶିର ୨୦ତମ କିସ୍ତି ପ୍ରଦାନ କରିଛନ୍ତି..

ଓଡ଼ିଶା-ଛତିଶଗଡ ମହାନଦୀ ଜଳବିବାଦ ମାମଲାର ଶୁଣାଣି ସେପ୍ଟେମ୍ବର ୬ରେ ହେବ, ଟ୍ରିବ୍ୟୁନାଲରେ ଆସନ୍ତା ସେପ୍ଟେମ୍ବର ୬ତାରିଖକୁ ଶୁଣାଣି ଘୁଞ୍ଚିଛି । ଉଭୟ ରାଜ୍ୟର ମୁଖ୍ୟ ସଚିବ ଓ ରାଜନୈତିକସ୍ତରରେ ଆଲୋଚନା ଆଗକୁ ବଢିଥିବାରୁ ସମାଧାନ ପାଇଁ ଉଭୟ ପକ୍ଷ ରାଜି ଥିବା ଏଜି ପୀତାମ୍ବର ଆଚାର୍ଯ୍ୟ ଅବଗତ କରିଛନ୍ତି..

- Advertisement -

ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ଛତିଶଗଡ ମୁଖ୍ୟମନ୍ତ୍ରୀ
ମହାନଦୀ ଜଳବିବାଦ ପ୍ରସଙ୍ଗରେ ପ୍ରତିଉତ୍ତର ଦେଇଛନ୍ତି ଛତିଶଗଡ ମୁଖ୍ୟମନ୍ତ୍ରୀ
ଆପୋସ ଆଲୋଚନାରେ ସମାଧାନ ପାଇଁ ଓଡ଼ିଶା ମୁଖ୍ୟମନ୍ତ୍ରୀ ପୂର୍ବରୁ ଲେଖିଥିଲେ ଚିଠି
ସହମତି ପ୍ରକାଶ କରିଛନ୍ତି ଛତିଶଗଡ ମୁଖ୍ୟମନ୍ତ୍ରୀ
ଏହା ବିଚରାଧୀନ ଚାଲିଥିବା ଛତିଶଗଡ ମୁଖ୍ୟମନ୍ତ୍ରୀ କହିଛନ୍ତି..

ମଧ୍ୟାହ୍ନ ଭୋଜନରେ ଝିଟିପିଟି, ଛାତ୍ରଛାତ୍ରୀ ଅସୁସ୍ଥ.. ଟିଟିଲାଗଡ଼ ଉପଖଣ୍ଡ ଅନ୍ତର୍ଗତ ମୁରିବାହାଲ ବ୍ଲକ ବଡ଼ତେନ୍ତୁଲିଖୁଣ୍ଟି ଗ୍ରାମର ଉଚ୍ଚ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଝିଟିପିଟି ପଡିଥିବା ବେଳେ ସିଝିଯାଇଥିଲା, ଉକ୍ତ ଖାଦ୍ୟ ଖାଇବା ପରେ ଛାତ୍ରଛାତ୍ରୀ ଅସୁସ୍ଥ ହୋଇପଡିଥିଲେ, କାହାର ମୁଣ୍ଡ ବୁଲାଇଲା ତ ଆଉ କାହାର ପେଟ ବ୍ୟଥା ଆରମ୍ଭ ହେଲା, ଘଟଣା ସମ୍ପର୍କରେ ଜାଣି ଅଭିଭାବକ ମହଲରେ ଉତ୍ତେଜନା ପ୍ରକାଶ ପାଇଥିଲା, କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ଡାକ୍ତରଖାନା ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି..

ଆଜି ଅଧା ଓଡ଼ିଶାରେ ପ୍ରବଳ ବର୍ଷା, ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ..

୧୨ ଅଗଷ୍ଟକୁ ଅପେକ୍ଷା କରନ୍ତୁ ଏହି ୫ ରାଶି.. ଗଜଲକ୍ଷ୍ମୀ ରାଜଯୋଗ କରିବ ମାଲାମାଲ୍‌, ହଠାତ୍‌ ମିଳିବ ଧନ,ବଡ ସଫଳତା..

ଭୁବନେଶ୍ୱର ବିମାନବନ୍ଦରରୁ ୮କୋଟିର ଗଞ୍ଜେଇ ଜବତ
ଥାଇଲାଣ୍ଡରୁ ଇଣ୍ଡିଗୋ ଫ୍ଲାଇଟରେ ଆସୁଥିବା ବେଳେ ଧରିଲା ଡିଆରଆଇ..

ମାତ୍ର ୧ ଟଙ୍କାରେ.. କୋଟି କୋଟି ଗ୍ରାହକଙ୍କ ପାଇଁ ଖୁସି ଖବର; ନୂଆ ରିଚାର୍ଜ ପ୍ଲାନ୍‌ ଆଣିଲା ଏୟାରଟେଲ୍‌

ଏଣିକି ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ, ପ୍ରାୟ ୬୩୮୭ ଶିକ୍ଷକଙ୍କୁ ଅତିଥି ଶିକ୍ଷକ ଭାବେ ନିଯୁକ୍ତି ମିଳିବ, ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟକୁ ଚିଠି କରାଯାଇଛି..

ଶନିବାର ସେବନ କଲେ ଏହି ଜିନିଷ: ଦୂର ହୁଏ ଶନିଦୋଷ, ମିଳେ ବିଶେଷ କୃପା, ଶରୀର ରହେ ସୁସ୍ଥ, ଦୂର ହୁଏ ଚିନ୍ତା..

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories