www.samajalive.in
Wednesday, December 10, 2025
18.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ପୁରୀ ଶ୍ରୀମନ୍ଦିରରେ ସେପ୍ଟେମ୍ବର ୧୫ରୁ ଆରମ୍ଭ ହେବ ଧାଡି ଦର୍ଶନ ବ୍ୟବସ୍ଥା, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସୂଚନା, ମନ୍ତ୍ରୀ କହିଛନ୍ତି- ଧାଡି ଦର୍ଶନ ପାଇଁ ମନ୍ଦିର ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି, ଏହାଦ୍ୱାରା ଭିଡ ନିୟନ୍ତ୍ରଣ ହୋଇପାରିବ, ଶ୍ରଦ୍ଧାଳୁଙ୍କ ପାଇଁ ସୁଗମ ହେବ..

ନବୀନ ନିବାସରେ ବଡ଼ ଭାଇ ପ୍ରେମ୍ ପଟ୍ଟନାୟକ
ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ପ୍ରେମ୍ ପଟ୍ଟନାୟକ..

ଶ୍ରୀମନ୍ଦିରରେ ସେପ୍ଟେମ୍ବର ୧୫ରୁ ଆରମ୍ଭ ହେବ ଧାଡି ଦର୍ଶନ – ଆଇନ ମନ୍ତ୍ରୀ

- Advertisement -

ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଥିବାରୁ ବିଭିନ୍ନ ଅଞ୍ଚଳରେ ଲାଗି ରହିଛି ଝିପିଝିପି ବର୍ଷା, ଭୁବନେଶ୍ବର, କଟକ ସହିତ ଚାନ୍ଦବାଲି, ବାଲେଶ୍ବର, ଖୋର୍ଦ୍ଧା, ନୟାଗଡ଼, ସୁବର୍ଣ୍ଣପୁର, ହୀରାକୁଦ ଏବଂ ପୁରୀ ଜିଲାରେ ବର୍ଷା ହୋଇଛି, ଆସନ୍ତା ୨୫ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି, ଏହାର ପ୍ରଭାବରେ ୨୬ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିପାରେ..

୩୦ ଅଗଷ୍ଟରେ ମହାସଂଯୋଗ: ଏକାଠି ହେବେ ବୁଧ, ସୂର୍ଯ୍ୟ, କେତୁ, ଏହି ୩ ରାଶିଙ୍କ ଭାଗ୍ୟରେ କ’ଣ ଘଟିବ ଜାଣନ୍ତୁ..

ଭିଜିଲାନ୍ସ ଜାଲରେ ଫସିଲେ କଟକ ସିଡିଏମଓ ଅଫିସ୍‌ର ବରିଷ୍ଠ ସହାୟକ, ସିଡିଏମଓ ଅଫିସ୍‌ର ବରିଷ୍ଠ ସହାୟକ କିଶୋର କୁମାର ସାହାଣୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ, ତାଙ୍କ ବିରୁଦ୍ଧରେ ୧.୨୪ କୋଟି ଟଙ୍କାରୁ ଅଧିକ ସରକାରୀ ପାଣ୍ଠିର ହେରଫେର ହୋଇଥିବା ନେଇ ଅଭିଯୋଗ ହୋଇଛି..

ବୁଲା କୁକୁର ମାମଲାରେ ଆସିଲା ସୁପ୍ରିମଙ୍କ ବଡ ରାୟ, ଏଣିକି ସର୍ବସାଧାରଣ ସ୍ଥାନରେ ବୁଲା କୁକୁରଙ୍କୁ ଖାଦ୍ୟ ଦେବା ଉପରେ ଲଗାଯିବ ରୋକ୍‌, କେବଳ କିଛି ନିର୍ଦ୍ଦିଷ୍ଟ ସ୍ଥାନରେ କୁକୁରମାନଙ୍କୁ ଖାଇବାକୁ ଦିଆଯିବ, ହିଂସାତ୍ମକ କୁକୁରଙ୍କୁ ନିର୍ଦ୍ଦିଷ୍ଟ ସେଲଟର୍‌ରେ ରଖାଯିବ, ସାରା ଦେଶରେ ଲାଗୁ ହେବ ଗୋଟିଏ ନିୟମ, ଏନେଇ ସବୁ ରାଜ୍ୟ ସରକାରଙ୍କୁ ନୋଟିସ୍‌ ଜାରି କରିଛନ୍ତି ସୁପ୍ରିମକୋର୍ଟ..

ପିଲାଙ୍କୁ ମିଳିବ ମାଗଣା ବହି ଓ ସରକାରୀ ବସ୍‍ ସୁବିଧା, ପୂର୍ବରୁ ଏସ.ସି ଓ ଏସଟି ପିଲାଙ୍କୁ ମାଗଣା ବହି ମିଳୁଥିଲା, ସରକାର ଏବେ ସବୁ ପିଲାଙ୍କୁ ମାଗଣା ବହି ଦେବେ ବୋଲି କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ପିଲାମାନେ ସ୍କୁଲକୁ ଯାତାୟାତ କରିବା ସମୟରେ ୟୁନିଫର୍ମ ଓ ଆଇ-କାର୍ଡ ଦେଖାଇ ମାଗଣାରେ ମୁଖ୍ୟମନ୍ତ୍ରୀ ବସ୍‍ ସେବାର ଲାଭ ଉଠାଇ ପାରିବେ..

ଭିଡିଓ ଦେଖିଲେ ଭୟ ଲାଗିବ ; ମାତ୍ର କିଛି କ୍ଷଣରେ ହରିଣକୁ ଝାମ୍ପି ନେଲା ଚିଲ..

Hot this week

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

Related Articles

Popular Categories