www.samajalive.in
Saturday, December 6, 2025
26.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ବୁଧବାର ଶ୍ରାବଣ-ମଳ କୃଷ୍ଣ ନବମୀ ତିଥି .. ଶ୍ରୀବିଗ୍ରହ ମାନଙ୍କ ବନକଲାଗି ନୀତି ହେବ ଅନୁଷ୍ଠିତ ..

ଭୁବନେଶ୍ବର : ଛାତ୍ରୀ ଶୁଭଲକ୍ଷ୍ମୀଙ୍କ ମୃତ୍ୟୁ ଘଟଣା : ରିପୋର୍ଟରେ ଶ୍ବାସରୁଦ୍ଧ ହୋଇ ମୃତ୍ୟୁ ହୋଇଥିବା ସୂଚନା..

- Advertisement -

ବନ୍ୟା ଜଳ ପ୍ରବେଶ କମିଥିବାରୁ ହୀରାକୁଦର ୧୦ ଗେଟ୍‌ ବନ୍ଦ ..

ଏବେ ସୁଦ୍ଧା ୧୦ଟି ଗେଟ୍‌ ଦେଇ ବନ୍ୟା ଜଳ ନିଷ୍କାସନ ହେଉଥିବା ସୂଚନା..

କଟକ .. ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ ଶୁଭାଶିଷ ତାଳପତ୍ର..

୩୩ ତମ ବିଚାରପତି ଭାବେ ଶପଥ ନେଲେ..

ଆଜି ଭାରତ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ତୃତୀୟ ଟି-୨୦ ମୁକାବିଲା ..

ରାତି ୮ଟାରେ ଖେଳାଯିବ ମ୍ୟାଚ ..

୫ ଟିକିଆ ସିରିଜରେ ଲଗାତର ଦୁଇଟି ମ୍ୟାଚ ଜିତି ୨-୦ରେ ଆଗୁଆ ରହିଛି ଘରୋଇ ଦଳ ..

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories