www.samajalive.in
Wednesday, December 10, 2025
26.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଭୁବ​‌ନେଶ୍ଵର ଜନତା ମୈଦାନରେ ପ୍ରବାସୀ ଭାରତୀୟ ସମ୍ମିଳନୀ ଆରମ୍ଭ, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟ ଶଙ୍କର..

ଜଗନ୍ନାଥ ଭୂମିରେ ପ୍ରବାସୀ ଭାରତୀୟଙ୍କୁ ସ୍ଵାଗତ : ମୁଖ୍ୟମନ୍ତ୍ରୀ..

- Advertisement -

ଅଜସ୍ର ସ୍ନେହ ଏବଂ ଶ୍ରଦ୍ଧାର ସହ ଆମେ ଆପଣ ମାନଙ୍କ ଅପେକ୍ଷାରେ ଥିଲୁ, ଆଜି ସେହି ଅପେକ୍ଷାର ଅନ୍ତ ଘଟିଛି, ସମ୍ପର୍କ ଆହୁରି ସୁଦୃଢ ହେବ, ପ୍ରତ୍ୟେକ ପ୍ରବାସୀ ଜଣେ ଜଣେ ସାଂସ୍କୃତିକ ଆମ୍ବାସଡର..

ସମ୍ମିଳନୀ ପାଇଁ ଆଜି ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଆସନ୍ତାକାଲି କରିବେ ଉଦଘାଟନ..

ପ୍ରବାସୀ ଭାରତୀୟ ମହାକୁମ୍ଭ ପାଇଁ ଝଟକୁଛି ପର୍ଯ୍ୟଟନସ୍ଥଳୀ: ରାଜଧାନୀ ଭୁବନେଶ୍ଵରର ବିଭିନ୍ନ ସ୍ଥାନରେ ସ୍ଵତନ୍ତ୍ର କାର୍ଯ୍ୟକ୍ରମ, ଆଦିବାସୀ ମେଳା ସାଙ୍ଗକୁ ଜମୁଛି ଏକାମ୍ର ଉତ୍ସବ, ପାର୍କରେ ଲେଜର ସୋ ଜରିଆରେ କଳା କୌଶଳ ପ୍ରଦର୍ଶନ..

୧୦୦ ବର୍ଷ ପରେ ରାହୁ-ମଙ୍ଗଳଙ୍କ ଚଳନ ; ଏହି ରାଶି ହେବେ ମାଲାମାଲ୍‌, ଭାଗ୍ୟଶାଳୀ, ହେବ ଧନବର୍ଷା, ସୁଖମୟ ବୈବାହିକ ଜୀବନ..

ଭି.ନାରାୟଣନ ଇସ୍ରୋର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତ, କେନ୍ଦ୍ର ସରକାରଙ୍କ କ୍ୟାବିନେଟ୍ ନିଯୁକ୍ତି କମିଟି ପକ୍ଷରୁ ବିଜ୍ଞପ୍ତି..

ଭୁବନେଶ୍ୱର : ସାଂସଦ ପ୍ରଦୀପ ପାଣିଗ୍ରାହୀ ସମସ୍ତ ମାମଲାରେ ଦୋଷମୁକ୍ତ, ୩ଟି ମାମଲାରୁ ଦୋଷମୁକ୍ତ କଲେ ବ୍ରହ୍ମପୁର ଜେଏମ୍‌ଏଫସି ଗ୍ରାମାଞ୍ଚଳ କୋର୍ଟ, ଟାଟାରେ ଚାକିରି କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଅଭିଯୋଗରେ ଆଜି ନିର୍ଦ୍ଦୋଷ ସାବ୍ୟସ୍ତ ହୋଇଛନ୍ତି..

ଆସନ୍ତା ୩ ଦିନ ଯାଏଁ ୫ ଜିଲ୍ଲାରେ କୁହୁଡି ନେଇ ଆଲର୍ଟ..

ଦେଖନ୍ତୁ ଭିଡିଓ ; ଦୌଡି ପଳାଉଥିଲା ଚିତାବାଘ, ଲାଞ୍ଜ ଧରି ପକାଇଲେ ଯୁବକ, ଆଉ ତା’ପରେ..

ଭୁବନେଶ୍ୱର ଆରପିଏଫ ଏଏସଆଇ ନିରଞ୍ଜନ ଜେନା ଗିରଫ, ସାହାଯ୍ୟ କରିବା ବାହାନାରେ ଯୁବତୀଙ୍କୁ ଅସାଦାଚରଣ ଅଭିଯୋଗ, ଅଭିଯୋଗ ପରେ ଗିରଫ ହେଲେ ଏଏସଆଇ..

ରସୁଲଗଡ-ବାଣୀବିହାରର ମୁଖ୍ୟ ରାସ୍ତା ଓଭରବ୍ରିଜ୍‌ ଉପରେ ସଫେଇ କର୍ମଚାରୀ ସହଦେବଙ୍କୁ ନିର୍ମମ ହତ୍ୟା ଘଟଣାରେ ୩ ଅଟକ, ହତ୍ୟାକାରୀ କେଦାରପଲ୍ଲୀ ଅଞ୍ଚଳର, ପୂର୍ବରୁୁ ବ୍ୟକ୍ତିଗତ ରାଗ ଥିଲା, ସେହି ରାଗରୁ ହତ୍ୟାକାଣ୍ଡ ହୋଇଛି..

ମାଲକାନଗିରି : କାନ୍ଥ ଭାଙ୍ଗି କୋଟିଏରୁ ଅଧିକ ଟଙ୍କାର ମୋବାଇଲ୍‌ ଲୁଟ୍‌..

ରସୁଲଗଡ ହତ୍ୟାକାଣ୍ଡ ଘଟଣା; ୩ ଅଟକ

Hot this week

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

Related Articles

Popular Categories