www.samajalive.in
Saturday, December 6, 2025
15.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ରାଜ୍ୟରେ ଆଳୁ ସମସ୍ୟା, ଖୁବ୍‌ ଶୀଘ୍ର ସମସ୍ୟାର ସମାଧାନ ହେବ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ..

କ୍ରାନ୍ତି ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ ଘୋଷଣା.. ସ୍ୱାଧୀନତା ସଂଗ୍ରାମୀଙ୍କ ପରିବାରକୁ ମିଳିବ ଭତ୍ତା..

- Advertisement -

ଆଜି ବିଶ୍ୱ ଆଦିବାସୀ ଦିବସ.. ଶଙ୍ଖ ଭବନରେ ଆଦିବାସୀ ଦିବସ ପାଳନ କଲା ବିଜେଡି.. ଶଙ୍ଖ ଭବନରେ ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଉଦବୋଧନ.. କହିଲେ ଆଦିବାସୀଙ୍କ ବିକାଶ ପାଇଁ ଉଦ୍ୟମ ଜାରି ରଖିବ ବିଜେଡି..

ହକି ଇଣ୍ଡିଆର ବଡ଼ ଘୋଷଣା.. ସନ୍ନ୍ୟାସ ପରେ ପିଆର ଶ୍ରୀଜେଶଙ୍କୁ ନୂଆ ଦାୟିତ୍ଵ, କନିଷ୍ଠ ପୁରୁଷ ହକି ଦଳର ମୁଖ୍ୟ ପ୍ରଶିକ୍ଷକ ଭାବରେ ନିଯୁକ୍ତ ହେଲେ ଶ୍ରୀଜେଶ..

ବର୍ଷେ ପରେ ସୂର୍ଯ୍ୟ କରିବେ ମହାଚଳନ: ସୁନା ଭଳି ଚମକାଇବେ ଏହି ରାଶିଙ୍କ ଭାଗ୍ୟ, ମିଳିବ ବଡ ସଫଳତା..

ଲାଇନଚ୍ୟୁତ ହେଲା କିରୋସିନ ଟ୍ୟାଙ୍କର ମାଲଗାଡି, ଟଳିଲା ବଡ଼ ଦୁର୍ଘଟଣା, ପଶ୍ଚିମବଙ୍ଗର କୁମେଦପୁର ଷ୍ଟେସନ ନିକଟରେ ଘଟିଛି ଦୁର୍ଘଟଣା..

ଭିଜିଲାନ୍ସ ଜାଲରେ ନାଉଗାଁ ବ୍ଲକର କନିଷ୍ଠ ଯନ୍ତ୍ରୀ ସ୍ମୃତି ରଞ୍ଜନ ନାୟକ.. ୨୫ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ..

କଟକ: ବାଙ୍କୀ ମୁଖ୍ୟ ରାସ୍ତାରେ ବନ୍ୟାଜଳ ପ୍ରବାହିତ.. ବିଲିପଡା-ତାଳବସ୍ତା ମୁଖ୍ୟ ରାସ୍ତାରେ ୨ଫୁଟର ବନ୍ୟାଜଳ..

ଶ୍ୱଶୁର ଘର ଲୋକେ କଲେ ଏମିତି ; ଅତିଷ୍ଟ ହୋଇ ଆତ୍ମହତ୍ୟା କଲେ ଜ୍ୱାଇଁ..

 

ଖୋଲିଲା ହୀରାକୁଦ ଡ୍ୟାମର ଆଉ ୬ ଗେଟ୍.. ମୋଟ ୧୪ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ..

ସ୍ୱାଧୀନତା ଦିବସ ପୂର୍ବରୁ ଦିଲ୍ଲୀରୁ ଆଇଏସଆଇଏସ ଆତଙ୍କବାଦୀ ଗିରଫ.. ଇସଲାମିକ୍‌‌ ଷ୍ଟେଟ୍‌ର ରିଜୱାନ୍‌‌ ଅଲ୍ଲୀକୁ ଗିରଫ କଲା ଦିଲ୍ଲୀ ପୁଲିସ..

ଭିଡିଓରେ ଦେଖନ୍ତୁ ; ବୁର୍ଜ ଖଲିଫାର ଶୀର୍ଷରୁ ଭୂପୃଷ୍ଠର ଦୃଶ୍ୟ..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories