www.samajalive.in
Saturday, December 6, 2025
26.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଆଫ୍ରିକୀୟ ଦେଶ ମରକ୍କୋରେ ଶକ୍ତିଶାଳୀ ଭୂକମ୍ପ ; ମୃତ୍ୟୁ ସଂଖ୍ୟା ୬ ଶହ ଟପିଲା, ଆହୁରି ବଢିପାରେ..

ଆଜିଠୁ ନୂଆଦିଲ୍ଲୀରେ ଦୁଇ ଦିନିଆ ଜି-୨୦ ଶିଖର ସମ୍ମିଳନୀ, ଏକାଠି ହୋଇଛନ୍ତି ବିଶ୍ୱର ପ୍ରମୁଖ ନେତୃବୃନ୍ଦ..

- Advertisement -

ପ୍ରଗତି ମୈଦାନ ଭାରତ ମଣ୍ଡପମରେ ମୁଖ୍ୟ କାର୍ଯ୍ୟକ୍ରମ, ରାଜଧାନୀ ଦିଲ୍ଲୀରେ ଅଦ୍ଭୁତପୂର୍ବ ସୁରକ୍ଷା ବ୍ୟବସ୍ଥା..

ପ୍ରଥମ ଥର ପାଇଁ ଭାରତ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେଉଛି ଜି-୨୦ ଶିଖର ସମ୍ମିଳନୀ..

ଜି-୨୦ ସମ୍ମିଳନୀ .. ପ୍ରଧାନମନ୍ତ୍ରୀ ମୋଦୀଙ୍କ ସ୍ୱାଗତ ସମ୍ବୋଧନ..

ବିଶ୍ୱରେ ସଂପ୍ରତି ବିଶ୍ୱାସର ନୂଆ ସଙ୍କଟ ଦେଖା ଦେଇଛି..

ବିଶ୍ୱାସର ଏହି ସଙ୍କଟକୁ ଦୂର କରାଯାଇ ପାରିବ – ପ୍ରଧାନମନ୍ତ୍ରୀ..

ଜି-୨୦ ନୂଆ ସ୍ଥାୟୀ ସଦସ୍ୟ ହେଲା ଆଫ୍ରିକୀୟ ୟୁନିୟନ..

ଆଫ୍ରିକୀୟ ୟୁନିୟନର ସଦସ୍ୟତା ନେଇ ଘୋଷଣା କଲେ ମୋଦୀ..

ଜି-୨୦ ସମ୍ମିଳନୀ .. ସ୍ୱାଗତ ସ୍ଥଳରେ ଶୋଭା ପାଉଛି ଓଡିଶାର ଐତିହ୍ୟ କୋଣାର୍କ ଚକ..

ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କୁ କୋଣାର୍କ ଚକ୍ରର ମହତ୍ତ୍ୱ ବୁଝାଇଛନ୍ତି ପ୍ରଧାନମନ୍ତ୍ରୀ..

ଚଳିତ ମାସ ୧୧ ଓ ୧୨ ତାରିଖରେ ରାଜ୍ୟରେ ବଜ୍ରପାତ ସହିତ ପ୍ରବଳ ବର୍ଷା ସମ୍ଭାବନା – ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି..

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories